• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ସ୍ଵାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ୪,୦୦୦ ରୁ ୬,୫୦୦ ଟଙ୍କାକୁ ବୃଦ୍ଧି

by Voice of Victims
February 23, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସ୍ଵାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ୪,୦୦୦ ରୁ ୬,୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର (Self Employed Mechanic) ଉପକୃତ ହେବେ। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧି ମାନଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା । 5T ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି । ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମ ପଞ୍ଚାୟତ ମାନଙ୍କରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି ଏବଂ ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ଟ୍ୟୁବ ୱେଲ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି।

Post Views: 36
Tags: 000 to Rs 6Increase in wages of self-employed artisans from Rs 4
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In