• About Us
  • Contact Us
Wednesday, February 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହୀରାକୁଦ ଓ କେନ୍ଦ୍ରାପଡାରେ ବଢିଲା ସୁରକ୍ଷା, ପର୍ଯ୍ୟଟକଙ୍କୁ ମନା

by Voice of Victims
May 9, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ହୀରାକୁଦ ଓ କେନ୍ଦ୍ରାପଡାରେ ବଢିଲା ସୁରକ୍ଷା, ପର୍ଯ୍ୟଟକଙ୍କୁ ମନା

ସମ୍ବଲପୁର/ କେନ୍ଦ୍ରାପଡା : ସମ୍ବଲପୁର ହୀରାକୁଦରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ଆଜିଠାରୁ ପର୍ଯ୍ୟଟକଙ୍କୁ ହୀରାକୁଦ ଡ୍ୟାମ୍‍ ବୁଲିବା ମନା ହୋଇଛି । ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ସହ ଯବାନ ମୁତୟନ ହୋଇଛନ୍ତି ।

ସେପଟେ କେନ୍ଦ୍ରାପଡା ଜିଲାରେ ଥିବା ଲାଇଟ୍‍ହାଉସକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି । ସାଂପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି ।

Post Views: 51
Share200Tweet125Send
Voice of Victims

Voice of Victims

Recent Posts

  • ଅପରେସନ ସିନ୍ଦୂରର ହିରୋ ଥିଲା ରାଫେଲ, ବାୟୁସେନା ଉପମୁଖ୍ୟ ନାଗେଶ କୁମାରଙ୍କ ବୟାନ
  • PUCC ନେଇ ପରିବହନ ମନ୍ତ୍ରୀଙ୍କ ବଡ଼ ସୂଚନା, ୧୦ ହଜାର ଟଙ୍କା ଫାଇନକୁ କମ୍ କରିବାକୁ ଚାଲିଛି ଆଲୋଚନା
  • ତ୍ରିକୋଣୀୟ ପ୍ରେମରୁ ହତ୍ୟା, ଲିଜାଙ୍କୁ କ୍ଲିନଚିଟ୍ ଦେଲା ପୋଲିସ
  • ଏପ୍ରିଲରୁ ଆରମ୍ଭ ହେବ ଭୁବନେଶ୍ବର ବାଇପାସ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ, ଟ୍ରାଫିକ ଯନ୍ତ୍ରଣାରୁ ମିଳିବ ମୁକ୍ତି
  • ଆସନ୍ତାକାଲି ‘ଭାରତ ବନ୍ଦ’, ଦେଶବ୍ୟାପୀ ହେବ ଚକା ଜାମ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In