• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସୁପର ସଣ୍ଡେରେ ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଟକ୍କର, ଟାଇଟଲ ଲକ୍ଷ୍ୟରେ ଭାରତ

by Voice of Victims
March 9, 2025
in ଦେଶ ବିଦେଶ, ମୁଖ୍ୟ ଖବର
ସୁପର ସଣ୍ଡେରେ ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଟକ୍କର, ଟାଇଟଲ ଲକ୍ଷ୍ୟରେ ଭାରତ

ଦୁବାଇ: ସୁପର ସନ୍‌ଡେରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ ଫାଇଟ୍। ଆଇସିସି ଟୁର୍ଣ୍ଣାମେଣ୍ଟର ଦୁଇ ସଫଳ ଦଳ ଭାରତ ଓ ନ୍ୟୁଜିଲାଣ୍ଡ ଟାଇଟଲ ମୁକାବିଲା ପାଇଁ ମଇଦାନକୁ ଓହ୍ଲାଇବେ। ଭାରତ ଗତ ୨୦୦୦ ମସିହା ସଂସ୍କରଣ ଫାଇନାଲ୍‌ ପରାଜୟର ପ୍ରତିଶୋଧ ନେବାକୁ ଚେଷ୍ଟା କରିବ।

ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଟକ୍କର। ୨୫ ବର୍ଷର ବଦଲା ପୂରା ସହ ଟାଇଟଲ ଲକ୍ଷ୍ୟରେ ଭାରତ। ନ୍ୟୁଜିଲାଣ୍ଡ ପୂର୍ବ ସଫଳତାକୁ ଦୋହରାଇବାକୁ ପ୍ରସ୍ତୁତ। ଶେଷ ୧୪ଟି ଆଇସିସି ଟୁର୍ଣ୍ଣାମେଣ୍ଟକୁ ହିସାବକୁ ନେଲେ ଏଥିରୁ ଭାରତ ୧୨ଟି ସଂସ୍କରଣରେ ନକ୍‌ ଆଉଟ୍‌ (ସେମି ଫାଇନାଲ ଓ ଫାଇନାଲ୍‌)ଖେଳିଛି । ଏହି ସମୟ ମଧ୍ୟରେ ନ୍ୟୁଜିଲାଣ୍ଡ ମଧ୍ୟ ୮ଟି ନକ୍‌ ଆଉଟ୍‌ ଖେଳିଛି।

ଆଇସିସି ଟୁର୍ଣ୍ଣାମେଣ୍ଟ ଫାଇନାଲ୍‌ରେ ଉଭୟ ଦଳ ପରସ୍ପରକୁ ୨ଥର ଭେଟି ସାରିଛନ୍ତି ଓ ନ୍ୟୁଜିଲାଣ୍ଡ ଉଭୟ ମ୍ୟାଚ୍‌ରେ ବିଜୟୀ ହୋଇଛି। ୨୦୦୦ ମସିହାରେ ଅନୁଷ୍ଠିତ ଚାମ୍ପିଅନ୍ସ ଟ୍ରଫି (ଆଇସିସି ନକ୍‌ ଆଉଟ୍‌) ଓ ୨୦୨୧ରେ ଅନୁଷ୍ଠିତ ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ସିପ ଫାଇନାଲ୍‌ରେ ଉଭୟ ଦଳ ପରସ୍ପରକୁ ଭେଟିଥିଲେ ଓ ନ୍ୟୁଜିଲାଣ୍ଡ ଚାମ୍ପିଅନ୍‌ ହୋଇଥିଲା।

Post Views: 57
Share197Tweet123Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In