• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home କ୍ରୀଡା

ଫେବ୍ରୁଆରୀ ୧୫ରେ ଭାରତ ପାକିସ୍ତାନ ମ୍ୟାଚ୍

by Voice of Victims
November 26, 2025
in କ୍ରୀଡା, ଦେଶ ବିଦେଶ, ମୁଖ୍ୟ ଖବର
ଫେବ୍ରୁଆରୀ ୧୫ରେ ଭାରତ ପାକିସ୍ତାନ ମ୍ୟାଚ୍

କ୍ରିକେଟ ମୈଦାନରେ ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ । ଆସନ୍ତାବର୍ଷ ଫେବ୍ରୁଆରୀ ୧୫ ତାରିଖରେ ଭାରତ-ପାକିସ୍ତାନ ଟି ଟ୍ୱେଣ୍ଟି ମୁକାବିଲା ଅନୁଷ୍ଠିତ ହେବ । ୨୦୨୬ ଟି-ଟ୍ୱେଣ୍ଟି ବିଶ୍ୱକପରେ ସାମ୍ନାସାମ୍ନି ହେବେ ଦୁଇ ଦଳ । ଏସିଆ କପ୍‌ରେ ଭାରତର କ୍ଲିନ୍ ସୁଇପ୍ ବିଜୟ ପରେ କଲମ୍ବୋର ଆର୍ ପ୍ରେମଦାସା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଦୁଇ ଦଳ । ଫେବ୍ରୁଆରୀ ୭ ତାରିଖରେ ମୁମ୍ବାଇରେ ହେବ ଆମେରିକା ସହ ଭାରତର ପ୍ରଥମ ମ୍ୟାଚ୍ ।

ଫେବ୍ରୁଆରୀ ୧୨ରେ ନାମିବିୟା, ୧୮ରେ ନେଦରଲାଣ୍ଡ୍‌ସ ସହ ଗ୍ରୁପ୍ ମ୍ୟାଚ୍ ହେବ । ପାକିସ୍ତାନ ଫାଇନାଲକୁ ନ ଗଲେ ଅହମ୍ମଦାବାଦରେ ଫାଇନାଲ୍ ମ୍ୟାଚ୍ ହେବ । ମାର୍ଚ୍ଚ ୮ ତାରିଖରେ ଅହମ୍ମଦାବାଦରେ ଫାଇନାଲ ମ୍ୟାଚ ଖେଳାଯିବ । ପାକିସ୍ତାନ ଫାଇନାଲକୁ ଗଲେ କଲମ୍ବୋରେ ଫାଇନାଲ୍ ମ୍ୟାଚ୍ ଅନୁଷ୍ଠିତ ହେବ । କହିରଖୁଛୁ ଯେ, ଆସନ୍ତା ବର୍ଷ ଫେବ୍ରୁଆରୀ ୭ ତାରିଖରୁ ଆରମ୍ଭ ହେବ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୬ । ଭାରତ ଓ ଶ୍ରୀଲଙ୍କା ଏହାକୁ ମିଳିତ ଭାବେ ଆୟୋଜନ କରିବେ ।

india-to-face-pakistan-on-february-15-in-mens-t20-world-cup
Post Views: 23
Share197Tweet123Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In