• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭାରତର କଡ଼ା କାର୍ଯ୍ୟାନୁଷ୍ଠାନ, ପାକିସ୍ତାନରୁ ଆମଦାନୀ ଉପରେ ଲାଗିଲା ସମ୍ପୂର୍ଣ୍ଣ ପ୍ରତିବନ୍ଧକ

by Voice of Victims
May 3, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଭାରତର କଡ଼ା କାର୍ଯ୍ୟାନୁଷ୍ଠାନ, ପାକିସ୍ତାନରୁ ଆମଦାନୀ ଉପରେ ଲାଗିଲା ସମ୍ପୂର୍ଣ୍ଣ ପ୍ରତିବନ୍ଧକ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଜାତୀୟ ସୁରକ୍ଷା ଏବଂ ଅର୍ଥନୈତିକ ରଣନୀତିକୁ ଧ୍ୟାନରେ ରଖି, ମୋଦି ସରକାର ପାକିସ୍ତାନରୁ ଆମଦାନୀ ଉପରେ ରୋକ୍ ଲଗାଇଛନ୍ତି।

ଭାରତ ସରକାର ପାକିସ୍ତାନରୁ ଆସୁଥିବା ସମସ୍ତ ସାମଗ୍ରୀର ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଆମଦାନୀକୁ ସମ୍ପୂର୍ଣ୍ଣ ବ୍ୟାନ କରିଛନ୍ତି। ଏହି ନିଷ୍ପତ୍ତି ତୁରନ୍ତ ପ୍ରଭାବରୁ କାର୍ଯ୍ୟକାରୀ କରାଯାଇଛି।

Post Views: 114
Share199Tweet124Send
Voice of Victims

Voice of Victims

Recent Posts

  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !
  • ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୭.୪
  • ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ
  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In