• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭୂକମ୍ପ ଝଟକାରେ ଥରିଲା ଇରାନ ଓ ତାଜିକସ୍ତାନ, ଜାଣନ୍ତୁ କ’ଣ ରହିଛି ତୀବ୍ରତା?

by Voice of Victims
July 20, 2025
in ଦେଶ ବିଦେଶ, ମୁଖ୍ୟ ଖବର
ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ; ଆସିପାରେ ସୁନାମି

ନୂଆଦିଲ୍ଲୀ: ଭୂକମ୍ପ ଝଟକାରେ ଥରିଲା ତାଜିକସ୍ତାନ ଓ ଇରାନ । ଭୂକମ୍ପର ତୀବ୍ରତା ୪.୫ ଥିବା ଜଣାପଡିଛି । ଯାହାର କେନ୍ଦ୍ରସ୍ଥଳ ୧୬୦ କିଲୋମିଟର ଗଭୀରତାରେ ରହିଥିଲା । ଭୂକମ୍ପର ଅକ୍ଷାଂଶ ୩୬.୮୭N, ଦ୍ରାଘିମା ୭୨.୧୦E ରହିଥିବା NCS ସୂଚନା ଦେଇଛି । ପ୍ରାୟ ୧ଟା ସମୟରେ ତାଜିକିସ୍ତାନରେ ଭୂମିକମ୍ପ ହୋଇଥିଲା ।

ଏହା ବ୍ୟତୀତ ଆଜି ପ୍ରାୟ ଭୋର ସମୟରେ ଇରାନରେ ଏକ ଭୂମିକମ୍ପ ହୋଇଥିଲା । ଯାହାର ତୀବ୍ରତା ୫.୬ ରହିଛି । ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଇରାନର ରାଜଧାନୀ ତେହେରାନ ନିକଟରେ ଅନୁଭୂତ ହୋଇଥିଲା ।

ସୂଚନାଯୋଗ୍ୟ, ପୂର୍ବରୁ ତାଜିକସ୍ତାନରେ ୧୮ ଜୁଲାଇରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୩.୮ ଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଥିଲା । ଫଳରେ ଭୂକମ୍ପ ଝଟକାର ସମ୍ଭାବନାକୁ ତାଜିକସ୍ତାନରେ ଅଧିକ ପ୍ରଭାବିତ କରିଥିଲା । ଏହା ବ୍ୟତୀତ ଜୁଲାଇ ୧୨ ତାରିଖରେ ଏହି ଅଞ୍ଚଳର ଦୁଇଟି ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର ତୀବ୍ରତା ୪.୮ ରହିଥିଲା ।

ଅନ୍ୟପଟେ NCSର କହିବାନୁଯାୟୀ, ଜୁନ୍ ୨୧ ତାରିଖରେ ଏହି ଅଞ୍ଚଳରେ ଭୂକମ୍ପ ହୋଇଥିଲା । ଭୂକମ୍ପର ଗଭୀରତା ୧୪୦ କିଲୋମିଟରରେ ରହିଥିବାବେଳେ ତୀବ୍ରତା ୪.୦ ରହିଥିଲା ।

Post Views: 77
Share197Tweet123Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In