• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼, ଜଳୁଛି ପ୍ଲାଣ୍ଟ

by Voice of Victims
March 19, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼, ଜଳୁଛି ପ୍ଲାଣ୍ଟ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଯୁଦ୍ଧ ସମଗ୍ର ବିଶ୍ବକୁ ପ୍ରଭାବିତ କରୁଛି । ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ହୋଇଥିବା ଯୁଦ୍ଧର ପ୍ରଭାବ ଭାରତ ଉପରେ ମଧ୍ୟ ପଡୁଛି । ଭାରତ ଶକ୍ତି ଉପରେ ନିର୍ଭର କରୁଥିବା ଉର୍ଜା ଦେଶ ଉପରେ ଆଟାକ ହୋଇଛି । କାତାରରେ ଜଳୁଛି ଗ୍ୟାସ୍ ପ୍ଲାଣ୍ଟ । କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼ ।

ଇରାନ ସିଧାସଳଖ କାତାରର ‘ରାସ୍ ଲାଫାନ୍’ ଶିଳ୍ପାଞ୍ଚଳ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛି । ଏଠାରେ ବିଶ୍ୱର ସବୁଠାରୁ ବଡ଼ ପ୍ରାକୃତିକ ଗ୍ୟାସ୍ (LNG) ଉତ୍ପାଦନ କେନ୍ଦ୍ର ରହିଛି । କିଛି ଦିନ ପୂର୍ବରୁ ଇସ୍ରାଏଲ, ଇରାନର ସବୁଠାରୁ ବଡ଼ ଗ୍ୟାସ୍ ଫିଲ୍ଡ ‘ସାଉଥ୍ ପାର୍ସ’ ଉପରେ ଆକ୍ରମଣ କରିଥିଲା । ଏହାର ଜବାବରେ ଇରାନ କାତାରର ଗ୍ୟାସ୍ ପ୍ଲାଣ୍ଟକୁ ଟାର୍ଗେଟ୍ କରିଛି । କାତାରର ଗ୍ୟାସ୍ ପ୍ଲାଣ୍ଟରେ ଭୟଙ୍କର ଭାବେ ନିଆଁ ଲାଗିଯାଇଛି । ଉତ୍ପାଦନ ବନ୍ଦ ହୋଇଯାଇଛି ।

ବିଶ୍ୱର ପ୍ରାୟ ୨୦ ପ୍ରତିଶତ ଗ୍ୟାସ୍ କାତାର ଯୋଗାଇଥାଏ । କାତାର ଏହାକୁ ନିଜ ଦେଶର ସାର୍ବଭୌମତ୍ୱ ଉପରେ ଆକ୍ରମଣ କହି ଇରାନର ସାମରିକ ଅଧିକାରୀମାନଙ୍କୁ ଦେଶରୁ ବାହାର କରିଦେଇଛି । ଟ୍ରମ୍ପ କହିଛନ୍ତି, ଇରାନର ଗ୍ୟାସ୍ ଫିଲ୍ଡ ଉପରେ ଇସ୍ରାଏଲର ପ୍ରଥମ ଆକ୍ରମଣ ବିଷୟରେ ଆମେରିକା କିଛି ଜାଣିନଥିଲା । ଯଦି ଇରାନ ପୁଣିଥରେ କାତାର ଉପରେ ଆକ୍ରମଣ କରେ, ତେବେ ଆମେରିକା ଇରାନର ପୁରା ‘ସାଉଥ୍ ପାର୍ସ’ ଗ୍ୟାସ୍ ଫିଲ୍ଡକୁ ବୋମା ମାଡ଼ କରି ଉଡ଼ାଇ ଦେବ । ଅନ୍ୟପଟେ ଇରାନ ଚେତାବନୀ ଦେଇଛି, ସୁରକ୍ଷା ଅଧିକାରୀଙ୍କୁ ହତ୍ୟା କରିବାର ପରିଣାମ ଭୋଗିବ ଇସ୍ରାଏଲ ।

Post Views: 51
Share199Tweet125Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In