• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅନଲାଇନ୍ ଗେମ୍ ଖେଳିବା ହେଲା କାଳ, ବାରଣ କରିବାରୁ ଜୀବନ ହାରିଲେ ଅଷ୍ଟମ ଶ୍ରେଣୀ ଛାତ୍ର

by Voice of Victims
August 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଅନଲାଇନ୍ ଗେମ୍ ଖେଳିବା ହେଲା କାଳ, ବାରଣ କରିବାରୁ ଜୀବନ ହାରିଲେ ଅଷ୍ଟମ ଶ୍ରେଣୀ ଛାତ୍ର

ଜଳେଶ୍ୱର : ଅନଲାଇନ୍ ଗେମ୍ ଖେଳିବା ହେଲା କାଳ । ମୋବାଇଲରେ ଗେମ୍ ଖେଳିବାକୁ ପରିବାର ଲୋକ ମନା କରିବାରୁ ଜୀବନ ହାରିଲେ ଛାତ୍ର । ଗାମୁଛା ଲଗାଇ ବାଥରୁମରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀର ଛାତ୍ର । ବାଲେଶ୍ବର ଜିଲ୍ଲା ସିଂଲା ଥାନା ଗୁହାଳିପଦା ଗାଁର ଘଟଣା ।  ମୃତକ ହେଲେ ଗାଁର ସନ୍ତୋଷ ଜେନାଙ୍କ ପୁଅ ଜୟକୃଷ୍ନ ଜେନା ।

ଜୟକୃଷ୍ଣ ପାଠ ନପଢି ସବୁବେଳେ ମୋବାଇଲରେ ଅନଲାଇନ ଗେମ୍ ଖେଳୁଥିଲେ । ଏନେଇ ପରିବାର ଲୋକ ବାରଣ କରିବାରୁ ଜୟକୃଷ୍ଣ ଗାମୁଛା ଲଗାଇ ଜୀବନ ହାରିଛନ୍ତି । ସିଂଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଚଳାଇଛି ।

Post Views: 212
Share199Tweet124Send
Voice of Victims

Voice of Victims

Recent Posts

  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !
  • ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ତୀବ୍ରତା ୭.୪
  • ଆଜିଠାରୁ ରାଜ୍ୟରେ ପୁଣି କଡ଼ାକଡ଼ି ହେବ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ, ଇ-ଡିଟେକସନ ବ୍ୟବସ୍ଥାରେ କଟିବ ଚାଲାଣ
  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In