• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଇନ କାନୁନ

ନୂଆ ସୂଚନା କମିଶନର ହେଲେ ଜଗନ୍ନାଥ ରଥ

by Voice of Victims
February 2, 2024
in ଆଇନ କାନୁନ, ମୁଖ୍ୟ ଖବର, ରାଜ୍ୟ
ନୂଆ ସୂଚନା କମିଶନର ହେଲେ ଜଗନ୍ନାଥ ରଥ

ଭୁବନେଶ୍ବର: ଜଗନ୍ନାଥ ରଥ ହେଲେ ରାଜ୍ୟର ନୂଆ ସୂଚନା କମିଶନର । ଏ ନେଇ ରାଜ ଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇନଜୀବୀ ଭାବେ ତାଙ୍କର ୨୫ବର୍ଷର ଅଭିଜ୍ଞତା ରହିଛି। ସେ ବରିଷ୍ଠ ଆଇନଜୀବୀ ସ୍ବର୍ଗତ ବିପିନ ବିହାରୀ ରଥଙ୍କ ପୁଅ । ସେ ଅନେକ ବର୍ଷ ଧରି ଓଡିଶା ରାଜସ୍ୱ ବୋର୍ଡର ଆଇନ ପରାମର୍ଶଦାତା ଭାବରେ କାର୍ୟ୍ୟ କରିଆସୁଛନ୍ତି। ଏଥିସହ ଶ୍ରୀମନ୍ଦିରର ମଧ୍ୟ ଅବୈତନିକ ଆଇନ ପରାମର୍ଶଦାତା ଭାବେ ମଧ୍ୟ କାର୍ୟ୍ୟରତ ଅଛନ୍ତି।

Post Views: 35
Share201Tweet126Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In