• About Us
  • Contact Us
Tuesday, August 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ: ମୁହଁ ଖୋଲିଲେ ପୁରୀ ଦଇତାପତି କହିଲେ, ପୁରୀ ଛଡ଼ା ଆଉ କେଉଁଠି ବ୍ରହ୍ମ ନାହିଁ

by Voice of Victims
May 2, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ: ମୁହଁ ଖୋଲିଲେ ପୁରୀ ଦଇତାପତି କହିଲେ, ପୁରୀ ଛଡ଼ା ଆଉ କେଉଁଠି ବ୍ରହ୍ମ ନାହିଁ

ପୁରୀ : ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ ନେଇ ମୁହଁ ଖୋଲିଲେ ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର। କହିଲେ, ପୁରୀ ଛଡ଼ା ଆଉ କେଉଁଠି ବ୍ରହ୍ମ ନାହିଁ । ଜଗନ୍ନାଥ ଧାମ କହିଲେ କେବଳ ପୁରୀକୁ ବୁଝାଏ । ଅନ୍ୟ କୌଣସି ଠାରେ ଜଗନ୍ନାଥଧାମ ହେବନି । ସରକାରୀ ସ୍ତରରେ ତାଙ୍କୁ ଏହା ଜଣାଇବା ଜରୁରୀ ।  ମୁଁ ମଧ୍ୟ ଚିଠି କରି ମମତା ବାନାର୍ଜୀଙ୍କୁ ଜଣାଇବି ବୋଲି କହିଛନ୍ତି ରାମକୃଷ୍ଣ ଦାସମହାପାତ୍ର ।

ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ମୁଁ ଦୀଘା ଜଗନ୍ନାଥ ମନ୍ଦିର ଯାଇଥିଲି ।  ସେଠାରେ ଅଢ଼େରୁ ୩ ଫୁଟର ମୂର୍ତ୍ତି ହୋଇଛି ।  ମମତା ବାନାର୍ଜୀ ମୋର ଜଣେ ଶିଷ୍ୟା । ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ପାଇଁ ମୋତେ ଡାକିଥିଲେ।  ତିଥି ଅନୁଯାୟୀ ପୂଜାପାଠ କରିବାକୁ କହିଥିଲେ ।  ୩ ମାସ ହେବ ପଥର ମୂର୍ତ୍ତି ଥିଲା, ନିମ୍ବକାଠରେ ମୂର୍ତ୍ତି ପ୍ରତିଷ୍ଠା ହୋଇଛି । ପଶ୍ଚିମବଙ୍ଗ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ତଥା ଦୀଘା ଜଗନ୍ନାଥ ଧାମ ନାମକୁ ନେଇ ବିବାଦ ଦେଖା ଦେଇଥିବା ବେଳେ ସେବାୟତଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଥିଲା ।

Post Views: 108
Share199Tweet124Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In