• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ ଆଙ୍କି ବିଦେଶିନୀ ଅଡୁଆରେ, ସହିଦନଗର ଥାନାରେ ମାମଲା

by Voice of Victims
March 3, 2025
in ମୁଖ୍ୟ ଖବର, ରାଜ୍ୟ
ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ ଆଙ୍କି ବିଦେଶିନୀ ଅଡୁଆରେ, ସହିଦନଗର ଥାନାରେ ମାମଲା

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅପମାନ । ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ ପରେ ଚାରିଆଡୁ ଘୋର ନିନ୍ଦା । ମହାପ୍ରଭୁଙ୍କୁ ଅପମାନ ନେଇ ଥାନାରେ ମାମଲା । ସହିଦନଗର ଥାନାରେ ଅଭିଯୋଗ କରିଛନ୍ତି ଜଗନ୍ନାଥ ପ୍ରେମୀ । ଟାଟୁ କରିଥିବା ମହିଳା ଓ ଟାଟୁ ଅଙ୍କନ କରିଥିବା ମାଲିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି  । ଜଣେ ବିଦେଶିନୀ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କି ଏହାକୁ ସୋସିଆଲ ମିଡିଆରେ ଛାଡ଼ିଥିଲେ ।  ଏହା ପରେ ହୋଇଥିଲା ପ୍ରତିବାଦ । ଟାଟୁ ଆଙ୍କିଥିବା ଭୁବନେଶ୍ୱର ରକି ଟାଟୁଜ୍ ଷ୍ଟୁଡିଓ ମାଲିକ ରକି ରଞ୍ଜନ ବିଶୋଇଙ୍କ ନାଁରେ ସହିଦନଗର ଥାନାରେ ମାମଲା ହୋଇଛି । ସେପଟେ ମହାପ୍ରଭୁଙ୍କୁ ଅପମାନିତ କରିଥିବାରୁ ନିଜଆଡ଼ୁ କ୍ଷମା ପ୍ରାର୍ଥନା କରିଛନ୍ତି ରକି । ଅନ୍ୟପଟେ ଟାଟୋ ଆଙ୍କିଥିବା ବିଦେଶିନୀ ମଧ୍ୟ ଭିଡିଓ ବାର୍ତ୍ତାରେ କ୍ଷମା ପ୍ରାର୍ଥନା କରିଛନ୍ତି ।  ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୋ ହ୍ୱାଟ୍ସଆପ୍ ଷ୍ଟାଟସକୁ ନେଇ ସାଧାରଣରେ ଅସନ୍ତୋଷ ବଢ଼ିଛି  ।

Post Views: 109
Tags: Jagannath's thigh tattooed by a foreigner
Share199Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In