• About Us
  • Contact Us
Monday, April 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଜାନୁୟାରୀ ୧୪ରୁ ୨୨ତାରିଖ ବନ୍ଦରହିବ ଭିତରକନିକା

by Voice of Victims
December 29, 2024
in ମୁଖ୍ୟ ଖବର, ରାଜ୍ୟ
ଜାନୁୟାରୀ ୧୪ରୁ ୨୨ତାରିଖ ବନ୍ଦରହିବ ଭିତରକନିକା

ଭୁବନେଶ୍ବର: କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଜାନୁଆରୀ ୧୪ତାରିଖରୁ ୨୨ତାରିଖ ପର୍ୟ୍ୟନ୍ତ ପର୍ୟ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । କୁମ୍ଭୀର ଗଣନା ପାଇଁ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ୟ୍ୟଟକମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି। । ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି । ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ । ଏହି ସମୟରେ ପର୍ୟ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ପର୍ୟ୍ୟଟକ ଆସିବା ଉପରେ କଟକଣା ଲଗାଯାଇଛି । ତେବେ ଭିତରକନିକାରେ ଥିବା ନଦୀ ଓ ନାଳଗୁଡ଼ିକରେ କୁମ୍ଭୀର ଗଣନା କରାଯିବ । ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟ ରେ କୁମ୍ଭୀର ଗଣନା କରାଯିବ। ଗତବର୍ଷ ଭିତରକନିକାରେ ୧୮୧୧ ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା ରଖିଛି ବନବିଭାଗ ।

Post Views: 38
Tags: January 14th to 22nd
Share197Tweet123Send
Voice of Victims

Voice of Victims

Recent Posts

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସିରେ ଯୋଗଦେଇଛନ୍ତି ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର ବୋଷ
  • ଅସହ୍ୟ ତାତିରେ ସିଝୁଛି ଓଡ଼ିଶା, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ତାତି
  • ଆଜି ରାଜଧାନୀ ପାଳୁଛି ପ୍ରତିଷ୍ଠା ଦିବସ, ସଜେଇ ହୋଇଛି ରାଜଧାନୀ
  • ଭକ୍ତ ଓ ଭଗବାନଙ୍କ ମିଳନର ପର୍ବ ଚଡ଼କ ଯାତ୍ରା; ଆଜି ନୀଳ ପର୍ବ ଓ କାମିନା ବିବାହ ଅନୁଷ୍ଠିତ
  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ, ସଙ୍ଗୀତ ଜଗତରେ ଗୋଟିଏ ଯୁଗର ଅବସାନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In