• About Us
  • Contact Us
Wednesday, February 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଘୋଷଣା ହେବ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା, ଦିଲ୍ଲୀ ଗଲେ ମନମୋହନ ସାମଲ

by Voice of Victims
March 28, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଘୋଷଣା ହେବ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା, ଦିଲ୍ଲୀ ଗଲେ ମନମୋହନ ସାମଲ

ଭୁବନେଶ୍ବର: ଆଜି ଦିଲ୍ଲୀ ଗସ୍ତ କରିଛନ୍ତି ବିଜେପି ସଭାପତି ମନମୋହନ ସାମଲ। ସେ ଏଥର ବିଧାନସଭା ଆସନର ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଯାଇଛନ୍ତି। ସେଠାରେ ସେ ଶୀର୍ଷ ନେତୃତ୍ବଙ୍କ ସହିତ ଆଲୋଚନା କରି ପ୍ରାର୍ଥୀ ତାଲିକା ଚୁଡାନ୍ତ କରିବେ ବୋଲି ଜଣାପଡିଛି। ଏଥିସହିତ ବିଜେପିର ବାକିଥିବା ତିନୋଟି ଲୋକସଭା ଆସନ ନେଇ ମଧ୍ୟ ଆଜି ଚୁଡାନ୍ତ ହେବ। ବର୍ତ୍ତମାନ ବିଜେଡି ପ୍ରଥମେ ବିଧାନସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ବର୍ତ୍ତମାନ ସୁଦ୍ଧା ଦଳ ୭୨ଟି ବିଧାନସଭା ଏବଂ ୧୫ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି। ଗତକାଲି ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଦୁଇଟି ପର୍ଯ୍ୟାୟରେ ଏହି ଘୋଷଣା କରିଛନ୍ତି। ଏହାପରେ ବିଜେପି ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିବା ପାଇଁ ତତ୍ପତର ହୋଇଉଠିଛି।

Post Views: 24
Share200Tweet125Send
Voice of Victims

Voice of Victims

Recent Posts

  • ଭାରତ କିଣିବ ୧୧୪ଟି ରାଫେଲ୍ ବିମାନ, ଏହି ସପ୍ତାହରେ ଚୁକ୍ତିକୁ ମିଳିପାରେ ଅନୁମୋଦନ
  • ପୁଣି ମଣିପୁରରେ ଉତ୍ତେଜନା, ୫ ଦିନ ପାଇଁ ବନ୍ଦ କରାଯାଇଛି ଇଣ୍ଟରନେଟ୍ ସେବା
  • ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା, କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍
  • ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଜରୁରୀକାଳୀନ ଚିକିତ୍ସା ସେବାକୁ କରିବ ଅଧିକ ସୁଦୃଢ଼
  • ବଲାଙ୍ଗିର SDJM କୋର୍ଟରେ ଆଇଟମ ଗାର୍ଲ ନିଶା ମହାରଣା, ଅଶ୍ଳୀଳ ନୃତ୍ୟ ମାମଲାରେ କଲେ ଆତ୍ମ ସମର୍ପଣ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In