• About Us
  • Contact Us
Thursday, February 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନବ ଦାସ ହତ୍ୟାକାଣ୍ଡ ତଦନ୍ତ ପ୍ରକ୍ରିୟାକୁ ନେଇ ଜୟନାରାୟଣଙ୍କ ବିସ୍ଫୋରଣ, କହିଲେ- ’ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି’

by Voice of Victims
March 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ- ଆମକୁ କିଏ ପଚାରେ?

ଭୁବନେଶ୍ୱର: ‘ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି, ଯେଉଁମାନେ ଏହି ତଦନ୍ତକୁ ଠିକ୍‌ ଭାବେ କରିବାକୁ ଦେଉ ନାହାନ୍ତି । ତଦନ୍ତ ହେଲେ ସେମାନଙ୍କ ମୁଣ୍ଡ କଟିବ । ସେଥିପାଇଁ ତଦନ୍ତକୁ ଦିଗହରା କରିବାରେ ଚାହୁଁଛନ୍ତି । ସରକାର ସ୍ପଷ୍ଟତାର ସହିତ ଆସି ତଦନ୍ତକୁ ଆଉ ଆଗକୁ ନେବା କଥା ।‘ ନବ ଦାସ ହତ୍ୟାକାଣ୍ଡ ତଦନ୍ତ ପ୍ରକ୍ରିୟାକୁ ନେଇ ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ।   

ନବ ଦାସ ହତ୍ୟାକାଣ୍ଡରେ ପୂର୍ବର ତଦନ୍ତ ପ୍ରକ୍ରିୟାକୁ କାଠଗଡାକୁ ଟାଣିଲେ ଜୟନାରାୟଣ । ଲାଟ୍ରିନ ଭିତରୁ କାଗଜ ବାହାରିବା ଘଟଣାକୁ ଡ୍ରାମା କହିଲେ ଜୟନାରାୟଣ । ଲାଟ୍ରିନ ଭିତରୁ ତିନି ଦିନ ପରେ କାଗଜ ବାହାରିବ କି ବୋଲି ପ୍ରଶ୍ନ କରିଛନ୍ତି । ଏସବୁ ବେକାର କଥା କେବଳ ଡ୍ରାମା କରାଯାଉଛି, ସବୁ ପ୍ରସଙ୍ଗରେ ତଦନ୍ତ ହେବା କଥା ବୋଲି କହିଛନ୍ତି ଜୟ ନାରାୟଣ ମିଶ୍ର ।  

Post Views: 51
Share198Tweet124Send
Voice of Victims

Voice of Victims

Recent Posts

  • ଦୋଳପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ, ସୂଚନା ଦେଲେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ
  • କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ, ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି କ୍ୟାସ୍
  • ଶାରୀରିକ ସମ୍ପର୍କ ପରେ କୁଣ୍ଡଳୀ ମେଳକ ବାହାନା କରି ବିବାହ ମନା କରିବା ଅପରାଧ: ଦିଲ୍ଲୀ ହାଇକୋର୍ଟ
  • ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଦେବନୀତି କରାଯିବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In