• About Us
  • Contact Us
Monday, March 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଦାୟିତ୍ୱ ଗ୍ରହଣ କଲେ ଜ୍ଞାନେଶ କୁମାର ଏବଂ ସୁଖବୀର ସାନ୍ଧୁ

by Voice of Victims
March 15, 2024
in ମୁଖ୍ୟ ଖବର, ରାଜ୍ୟ
ଦାୟିତ୍ୱ ଗ୍ରହଣ କଲେ ଜ୍ଞାନେଶ କୁମାର ଏବଂ ସୁଖବୀର ସାନ୍ଧୁ

ନୂଆଦିଲ୍ଲୀ: ନିର୍ବାଚନ କମିଶନର ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଜ୍ଞାନେଶ କୁମାର ଏବଂ ସୁଖବୀର ସାନ୍ଧୁ । ମୁଖ୍ୟ ନିର୍ବାଚନ କମିଶନର  ରାଜୀବ କୁମାର, ଉଭୟଙ୍କୁ ସ୍ବାଗତ କରିଛନ୍ତି । ଏନେଇ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ଦୁଇ ଜଣଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଆଜି ଉଭୟେ ଦାୟିତ୍ବ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ୟାନେଲ ବୈଠକରେ ଉଭୟଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଥିଲା । ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରି ନାମ ଘୋଷଣା କରାଯାଇଥିଲା । ଫେବୃଆରୀ ୧୪ ତାରିଖରେ ଅନୁପ ଚନ୍ଦ୍ର ପାଣ୍ଡେଙ୍କ ଅବସର ଏବଂ ମାର୍ଚ୍ଚ ୮ ତାରିଖରେ ଅରୁଣ ଗୋୟଲଙ୍କ ଇସ୍ତଫା ପରେ ନିର୍ବାଚନ ଆୟୋଗରେ ଦୁଇଟି ପଦବୀ ଖାଲି ପଡିଥିଲା ।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ବୃହତ ବିଜୟ ସହ ଟାଇଟେଲ ହାତେଇଲା ଭାରତ
  • ପଶ୍ଚିମବଙ୍ଗ ପ୍ରଶାସନ ଉପରେ ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା
  • ଖାତାକୁ ଗଲା ସୁଭଦ୍ରା ଟଙ୍କା: ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
  • ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ
  • ସାଂସଦ ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟଟନ ପୀଠସ୍ଥଳୀ ପରିଦର୍ଶନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In