• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜଷ୍ଟିସ ସଞ୍ଜୀବ ଖାନ୍ନା ଦେଶର ପ୍ରଧାନ ବିଚାରପତି

by Voice of Victims
October 25, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଜଷ୍ଟିସ ସଞ୍ଜୀବ ଖାନ୍ନା ଦେଶର ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ ସଞ୍ଜୀବ ଖାନ୍ନା। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନ ପ୍ରଧାନ ବିଚାରପତି ଭାବେ କାର୍ୟ୍ୟ କରୁଥିବା ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ। ଏହା ଉପରେ ଆଜି ମୋହର ବାଜିଛି। ଆସନ୍ତା ୧୧ ତାରିଖରେ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି ଭାବେ ଶପଥ ନେବେ । ଆଜି ସମ୍ପର୍କରେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି। ସମ୍ବିଧାନରେ ପ୍ରଦତ୍ତ କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ପ୍ରଧାନ ବିଚାରପତିଙ୍କ ସହ ଆଲୋଚନା କରି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ପରବର୍ତ୍ତୀ ସିଜେଆଇ ଭାବେ ନିଯୁକ୍ତି ଦେଇଛନ୍ତି। ତାଙ୍କ କାର୍ୟ୍ୟକାଳ ନଭେମ୍ବର ୧୧ରୁ ଆରମ୍ଭ ହେବ ବୋଲି ଶ୍ରୀ ମେଘୱାଲ ଏକ୍ସରେ ଉଲ୍ଲେଖ କରିଛନ୍ତି।

Post Views: 83
Share199Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In