• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଜଷ୍ଟିସ ସଞ୍ଜୀବ ଖାନ୍ନା ପରବର୍ତ୍ତୀ ପ୍ରଧାନ ବିଚାରପତି

by Voice of Victims
October 17, 2024
in ଦେଶ ବିଦେଶ
ଜଷ୍ଟିସ ସଞ୍ଜୀବ ଖାନ୍ନା ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ସୁପାରିସ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ଆସନ୍ତା ନଭେମ୍ବର ୧୦ରେ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ଅବସର ନେବେ। ଏହାପରେ ଜଷ୍ଟିସ ସଞ୍ଜୀବ ଖାନ୍ନା ନଭେମ୍ବର ୧୧ରେ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ୟ୍ୟକାଳ ଛଅ ମାସ ରହିବ। ଅର୍ଥାତ୍ ଜଷ୍ଟିସ ଖାନ୍ନାଙ୍କ କାର୍ୟ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ। ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା। 

Post Views: 57
Share198Tweet124Send
Voice of Victims

Voice of Victims

Recent Posts

  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା
  • ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In