• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ସାତଟି ସ୍ଥାନରେ ହେବ ପ୍ରବଳ ବର୍ଷା ସହିତ କାଳ ବୈଶାଖୀ, ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ

by Voice of Victims
May 16, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
କେରଳ ଛୁଇଁଲା ମୌସୁମୀ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨ ରୁ ୩ ଘଣ୍ଟାରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ପ୍ରଦାନ କରିଛି। ବିଭାଗ ୭ଟି ସହରକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି । ସେହି ସହରଗୁଡିକ ହେଲା କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ, ଜୟପୁର, ବାଲେଶ୍ବର, ଗଞ୍ଜାମ। ରାଜ୍ୟର ୧୮ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି।

ଏସବୁ ଜିଲ୍ଲାକୁ କୁଆପଥର ମାଡ ସହ କାଳବୈଶାଖୀ ବର୍ଷା ହୋଇପାରେ । ଏହା ସହ ଘଣ୍ଟାକୁ ୬୦ରୁ ୭୦ କିମି ବେଗରେ ପବନ ବହିବା ନେଇ ସୂଚନା ରହିଛି ।  ଅନ୍ୟପଟେ ବଜ୍ରପାତରେ ୩ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରରେ ବଜ୍ରପାତ ନେଇଛି ଜୀବନ । ଆଈ ,ନାତୁଣୀଙ୍କ ସହ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ବୃଦ୍ଧ ଗୁରୁତର ହୋଇଥିବା ଜଣାପଡଛି ।

Post Views: 175
Share199Tweet124Send
Voice of Victims

Voice of Victims

Recent Posts

  • OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର
  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ
  • ସ୍ୱାଧୀନତା ସଂଗ୍ରାମୀ ବୀର ବୈଷ୍ଣବ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ !
  • କ୍ୟାଟ ବାର ଆସୋସିଏସନ, କଟକ ତରଫରୁ ମଧୁ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
  • ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In