• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କର୍ଣ୍ଣାଟକ ସରକାରଙ୍କ ବଡ଼ ନିଷ୍ପତ୍ତି, ପ୍ଲାଷ୍ଟିକ ବୋତଲ ବ୍ୟବହାର ଉପରେ ଲଗାଇଲେ ରୋକ୍

by Voice of Victims
November 2, 2025
in ଦେଶ ବିଦେଶ, ମୁଖ୍ୟ ଖବର
କର୍ଣ୍ଣାଟକ ସରକାରଙ୍କ ବଡ଼ ନିଷ୍ପତ୍ତି, ପ୍ଲାଷ୍ଟିକ ବୋତଲ ବ୍ୟବହାର ଉପରେ ଲଗାଇଲେ ରୋକ୍

କର୍ଣ୍ଣାଟକ : ପରିବେଶ ସୁରକ୍ଷା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ । ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ବୈଠକରେ ପ୍ଲାଷ୍ଟକ୍ ପାଣି ବୋତଲର ବ୍ୟବହାର ନକରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି  କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ମୁଖ୍ୟମନ୍ତ୍ରୀ ନେଇଛନ୍ତି । ଯାହାଦ୍ବାରା ପ୍ଲାଷ୍ଟିକ ଅପଚୟର ସମସ୍ୟାକୁ ରୋକାଯାଇପାରିବ ।

ସୂଚନାନୁଯାୟୀ, ପୂର୍ବରୁ ଏହି ନିର୍ଦ୍ଦେଶ ଜାରି କରାଯାଇଥିଲା । କିନ୍ତୁ ବର୍ତ୍ତମାନ ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଏହି ନିଷ୍ପତ୍ତିକୁ କଡ଼ାକଡ଼ି ଲାଗୁ କରାଯିବା ଉଚିତ୍ । ଏହି ନିୟମ ପାଳନ କରିବାକୁ ସମସ୍ତ ବିଭାଗର ମୁଖ୍ୟଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ସରକାରୀ କାର୍ଯ୍ୟକ୍ରମ ଏବଂ ବୈଠକରେ ନନ୍ଦିନୀ କ୍ଷୀରର ଉତ୍ପାଦ ବ୍ୟବହାରକୁ ବାଧ୍ୟତାମୂଳକ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆହୁରି ମଧ୍ୟ କହିଛନ୍ତି ଯେ, ଏବେ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଆୟୋଜିତ ହେଉଥିବା ବୈଠକରେ ଚା, କଫି, କ୍ଷୀର କେବଳ ନନ୍ଦିନୀ ବ୍ରାଣ୍ଡର ଉତ୍ପାଦ ହେବ । ସରକାରଙ୍କ ଏଭଳି ନିଷ୍ପତ୍ତି କେବଳ ପ୍ଲାଷ୍ଟିକ ପ୍ରଦୂଷଣକୁ ହ୍ରାସ କରିବ ନାହିଁ ବରଂ ରାଜ୍ୟର ଦୁଗ୍ଧ ଶିଳ୍ପକୁ ମଧ୍ୟ ମଜବୁତ କରିବ । ତେଣୁ ଏହି ନିଷ୍ପତ୍ତିକୁ କଡ଼ାକଡ଼ି ଭାବରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In