• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଇନ କାନୁନ

କେଜ୍ରିୱାଲଙ୍କୁ ଝଟକା, ଜାମିନ ଉପରେ ରୋକ୍

by Voice of Victims
June 21, 2024
in ଆଇନ କାନୁନ, ଦେଶ ବିଦେଶ, ମୁଖ୍ୟ ଖବର
କେଜ୍ରିୱାଲଙ୍କୁ ଝଟକା, ଜାମିନ ଉପରେ ରୋକ୍

ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ବେଲ୍ ପାଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ହାଇକୋର୍ଟରୁ ଲାଗିଛି ଝଟକା। ଏହି ମାମଲା ଉପରେ ରାଉଜ ଆଭେନ୍ୟୁ କୋର୍ଟ ଦେଇଥିବା ବେଲ୍ ଅର୍ଡର ଉପରେ ରୋକ୍ ଲଗାଇଛନ୍ତି ଉଚ୍ଚ ନ୍ୟାୟାଳୟ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କରିଥିବା ଆବେଦନ ଉପରେ ଶୁଣାଣି ନ ସରିବା ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଜାମିନରେ ଯାଇ ପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶ ଥାଉକି, ଗତକାଲି ରାଉଜ ଆଭିନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ ଦେଇଥିବା ଜାମିନ ନିର୍ଦ୍ଦେଶକୁ ଦିଲ୍ଲୀ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛି ଇଡି। ଆଜି ଏହି ମାମଲା ଉପରେ ଶୁଣାଣି କରାଯାଉଛି। ଶୁଣାଣି ଶେଷ ନ ହେବା ପର୍ୟ୍ୟନ୍ତ ବେଲରେ ବାହାରି ପାରିବେନି କେଜ୍ରିୱାଲ।

ବାସ୍ତବରେ, ବର୍ତ୍ତମାନ ବାତିଲ ହୋଇଥିବା ଦିଲ୍ଲୀ ଏକ୍ସାଇଜ୍ ପଲିସି ୨୦୨୧-୨୨ ରେ ହୋଇଥିବା ଅନିୟମିତତା ଅଭିଯୋଗରେ ଅର୍ଥ ହେରଫେର ମାମଲାରେ ସିଏମ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ ରେ ଗିରଫ କରାଯାଇଥିଲା। ଏହାପୂର୍ବରୁ ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ତାଙ୍କୁ ମଇ ୧୦ ରେ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ତାଙ୍କୁ ଜୁନ୍ ୨ ତାରିଖରେ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। ଏଥିସହ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଏବଂ ଦିଲ୍ଲୀ ସଚିବାଳୟକୁ ନ ଯିବାକୁ କୋର୍ଟ ତାଙ୍କୁ କହିଥିଲେ।

Post Views: 37
Tags: Kejriwal slapped
Share206Tweet129Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In