• About Us
  • Contact Us
Monday, August 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରେଡ୍ ଆଲର୍ଟରେ କେନ୍ଦୁଝର, ସ୍କୁଲ-କଲେଜ ଓ ଅଙ୍ଗନୱାଡ଼ି ବନ୍ଦ

by Voice of Victims
August 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରେଡ୍ ଆଲର୍ଟରେ କେନ୍ଦୁଝର, ସ୍କୁଲ-କଲେଜ ଓ ଅଙ୍ଗନୱାଡ଼ି ବନ୍ଦ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲାରେ ଗତକାଲି ଠାରୁ ବର୍ଷା ଲାଗି ରହିଛି । ଭୀଷଣ ବର୍ଷୁଛି । ଗତକାଲି ରେଡ୍ ଆଲର୍ଟ ଜୋନ୍ ରେ ଥିଲା କେନ୍ଦୁଝର। ଆଜି ପାଇଁ ମଧ୍ୟ ରେଡ୍ ଆଲର୍ଟ ରହିଛି । ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହାକୁ ଦୃଷ୍ଟିରେ ଜିଲ୍ଲାର ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି । ପ୍ରବଳ ବର୍ଷା ଲାଗି ରହିଥିବାରୁ ବୈତରଣୀ ନଦୀର ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି । ଭୟଭୀତ ଅବସ୍ଥାରେ ଅଛନ୍ତି ଲୋକେ । ଆନନ୍ଦପୁରରେ ସତର୍କ ସୂଚନା ପାର କରିଛି ବୈତରଣୀ ନଦୀ ।

ବର୍ଷାର ତୀବ୍ରତାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଏବଂ ଅଙ୍ଗନୱାଡ଼ି କେନ୍ଦ୍ରକୁ ଆଜି ଛୁଟି ଘୋଷଣା କରାଯାଇଛି। ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଛୋଟ ପିଲାଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଏହି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀର ଜଳସ୍ତର ମଧ୍ୟ ଦ୍ରୁତ ଗତିରେ ବଢ଼ୁଛି। ବିଶେଷକରି ଆନନ୍ଦପୁର ଅଞ୍ଚଳରେ ବୈତରଣୀ ନଦୀର ଜଳସ୍ତର ସତର୍କ ସୂଚନା ସ୍ତର ପାର କରିଥିବା ଜଣାପଡ଼ିଛି। ନଦୀର ଜଳସ୍ତର ଆହୁରି ବଢ଼ିଲେ ନିକଟବର୍ତ୍ତୀ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିବାର ଆଶଙ୍କା ରହିଛି।

Post Views: 10
Share196Tweet123Send
Voice of Victims

Voice of Victims

Recent Posts

  • ପତଞ୍ଜଳି ଯୋଗପୀଠ ପକ୍ଷରୁ ଜଳାଭିଷେକ
  • ଅଶୋକଧାମ ପରେ ମହାକାଳ ମନ୍ଦିରରେ ଦଳାଚକଟା ସ୍ଥିତି, ଅନେକ ଶ୍ରଦ୍ଧାଳୁ ଆହତ
  • ରେଡ୍ ଆଲର୍ଟରେ କେନ୍ଦୁଝର, ସ୍କୁଲ-କଲେଜ ଓ ଅଙ୍ଗନୱାଡ଼ି ବନ୍ଦ
  • ହୀରାକୁଦର ୭ ଗେଟ୍ ଖୋଲା, ନିଷ୍କାସିତ ହେଉଛି ବନ୍ୟାଜଳ
  • ବାଲେଶ୍ଵରରେ ତୁହାକୁ ତୁହା ବର୍ଷା, ତଳିଆ ଅଞ୍ଚଳ ଜଳମଗ୍ନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In