• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଙ୍କ ଆଇନ ସେବା ସମ୍ବନ୍ଧୀୟ ଆଲୋଚନାଚକ୍ର

by Voice of Victims
November 23, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଙ୍କ ଆଇନ ସେବା ସମ୍ବନ୍ଧୀୟ ଆଲୋଚନାଚକ୍ର

ଭୁବନେଶ୍ବର (ଭିଓଭି): ଆଜି ତା ୨୩.୧୧.୨୦୨୪ ରିଖ ସ୍ଥାନୀୟ ଭଞ୍ଜକଳା ମଣ୍ଡପ ଭୁବନେଶ୍ୱର ଠାରେ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ତଥା ଜଜ୍ ଓଡ଼ିଶା ହାଇକୋର୍ଟ ମାନ୍ୟବର ନ୍ୟାୟମୂର୍ତ୍ତି ଶ୍ରୀ ଅରିନ୍ଦମ ସିହ୍ନା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଖୋର୍ଦ୍ଧା, ପୁରୀ, କଟକ ଏବଂ ନୟାଗଡ଼ ଙ୍କ ଅଧୀନରେ ଥିବା ତାଲିକା ଭୁକ୍ତ ଆଇନଜୀବୀ, ନ୍ୟାୟ ଅଧିକାର ମୀତ୍ର, ଆରକ୍ଷୀ ଅଧିକାରୀ ବୃନ୍ଦ, ନ୍ୟାୟ ରକ୍ଷକ ବୃନ୍ଦ ଓ ଆଇନ ଛାତ୍ର ଛାତ୍ରୀ ମାନଙ୍କ ନେଇ ଏକ ଦିନିକିଆ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି। ସେମାନଙ୍କର ବିଭିନ୍ନ ଆଇନଗତ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଏହାର ଜନାଭିମୁଖି ସଫଳତା ଏବଂ ଅଭାବ ଅସୁବିଧା ସଂପର୍କରେ ପଚାରି ବୁଝିବା ସହ ଆବଶ୍ୟକୀୟ ସୁବ୍ୟବସ୍ଥା ଯୋଗାଇଦେବାକୁ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ସଦସ୍ୟ ସଚିବ ଓଡ଼ିଶା ରାଜ୍ୟ ଆଇନ ସେବପ୍ରଧିକରଣ ଶ୍ରୀ ସୁଦୀପ୍ତ ଆଚାର୍ଯ୍ୟ ଯୋଗ ଦେଇ ଜାତୀୟ ତଥା ରାଜ୍ୟ ଆଇନ ସେବା ପ୍ରଧିକରଣଙ୍କ ଦ୍ଵାରା ପ୍ରଣୀତ ବିଭିନ୍ନ ବିଧି ବ୍ୟବସ୍ଥା ଓ ଏହାର ସୁଫଳ ସଂପର୍କରେ ଆଲୋକପାତ କରାଇଥିଲେ। ପ୍ରାରମ୍ଭରେ ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଖୋର୍ଦ୍ଧା ଶ୍ରୀ ନିଶିଥ ନିଶାଙ୍କ ସ୍ବାଗତ ଭାଷଣ ପ୍ରଦାନ କରିବା ସହିତ ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଙ୍କ କାର୍ଯ୍ୟାଳୟ ର ଚଳିତ ବର୍ଷର ସମୁଦାୟିକ ସଫଳତା ସମ୍ପର୍କରେ ସାମୁହିକ ସଫଳତା ସମ୍ପର୍କିତ ସମସ୍ତ ସୂଚନା ମାନ୍ୟବର ନ୍ୟାୟ ମୂର୍ତ୍ତି ଶ୍ରୀ ଅରିନ୍ଦମ ସିହ୍ନାଙ୍କ ସମ୍ମୁଖ ରେ ଉପସ୍ଥାପନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ସମେତ ବୋହୂ ପଦାଧିକାରୀମାନ ଉପସ୍ଥିତ ଥିଲେ। ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଙ୍କ ସଚିବ ଶ୍ରୀମତୀ ସୌଦାମିନୀ ସିଂହ କାର୍ଯ୍ୟକ୍ରମ ର ପରିଚାଳନା କରିଥିଲେ ତଥା ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ସହ ସଚିବ ଶ୍ରୀ ସୃଜନ ସାରସ୍ଵତ, କୋର୍ଟ ମ୍ୟାନେଜର ଶ୍ରୀ ଶଶିକାନ୍ତ ପ୍ରଧାନ ଙ୍କ ସମେତ ଜିଲ୍ଲା ଅଦାଲତ ଏବଂ ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସହାୟତା କରିଥିଲେ।

Post Views: 66
Share199Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In