• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କିଟ୍ ଛାତ୍ରୀ ମୃତ୍ୟୁ ଘଟଣା : ରିମାଣ୍ଡରେ ଆସିବ ଅଭିଯୁକ୍ତ

by Voice of Victims
February 19, 2025
in ମୁଖ୍ୟ ଖବର, ରାଜ୍ୟ
କିଟ୍ ଛାତ୍ରୀ ମୃତ୍ୟୁ ଘଟଣା : ରିମାଣ୍ଡରେ ଆସିବ ଅଭିଯୁକ୍ତ

ଭୁବନେଶ୍ୱର: ରିମାଣ୍ଡରେ ଆସିବ କିଟ୍‌ରେ ଛାତ୍ରୀ ମୃତ୍ୟୁ ଘଟଣାର ଅଭିଯୁକ୍ତ। ହାଦବିକ୍ ଶ୍ରୀବାସ୍ତବକୁ ରିମାଣ୍ଡରେ ଆଣିବା ପାଇଁ ଆଜି କୋର୍ଟରେ ଆବେଦନ କରିବ ପୋଲିସ। ଅଧିକ ପଚରାଉଚରା ପାଇଁ ଅଭିଯୁକ୍ତକୁ ରିମାଣ୍ଡରେ ଆଣିବାକୁ କୋର୍ଟଙ୍କ ନିକଟରେ ଆଜି ଆବେଦନ କରିବ ଇନଫୋସିଟି ଥାନା ପୋଲିସ ।  ସେପଟେ ମୃତ ଛାତ୍ରୀଙ୍କ ନିକଟରୁ ଜବତ ମୋବାଇଲ ଓ ଲାପ୍‌ଟପ୍‌ରୁ ତଥ୍ୟ ଜାଣିବା ପାଇଁ ରାଜ୍ୟ ଫରେନସିକ୍ ଲାବକୁ ପଠାଇଲା ପୋଲିସ । ଅନ୍ୟପଟେ  କିଟ୍ ଆନ୍ତର୍ଜାତୀୟ ସମ୍ପର୍କ ଅଧିକାରୀ ଆଇଆରଓ,  ହଷ୍ଟେଲ୍ ୱାଡେନକୁ ଜେରା କରିବା ପାଇଁ ନୋଟିସ କରାଯାଇଛି ।   ସେପଟେ ସାମ୍ନାକୁ ଆସିଛି ଛାତ୍ରୀ ମୃତ୍ୟୁ ପରର ଭିଡିଓ। ଛାତ୍ରୀ ରହୁଥିବା ଘରର କବାଟ ଭାଙ୍ଗି ଭିତରକୁ ପଶୁଛନ୍ତି ତାଙ୍କ ସହପାଠୀ । ଏହା ପରେ ସେଠାରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଉଛି  । 

Post Views: 69
Share199Tweet124Send
Voice of Victims

Voice of Victims

Recent Posts

  • ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା
  • ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
  • ପୁରୀ ମୁନିସିପାଲିଟି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ସତର୍କତା: ଗୋଟିଏ ଦିନ ପାଇଁ କଡା ନିର୍ଦ୍ଦେଶ ଜାରି କଲେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ
  • ମହିଳାଙ୍କୁ ମିଳିବ ସୁନା କଏନ, ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ
  • ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ବିଧାୟକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In