• About Us
  • Contact Us
Friday, February 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

କୁବେର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସହ ୫ ଗିରଫ

by Voice of Victims
February 7, 2025
in ମୁଖ୍ୟ ଖବର, ରାଜ୍ୟ
କୁବେର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସହ ୫ ଗିରଫ

ଭୁବନେଶ୍ୱର : ବନ୍ଧାହେଲେ କୁବେର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ।  ତାଙ୍କ ସମେତ ଆଉ ୪ ଜଣ ଗିରଫ ହୋଇଛ ନ୍ତି। ୩ ସରକାରୀ କର୍ମଚାରୀ ଓ ଜଣେ ଜନସେବା କେନ୍ଦ୍ର ପରିଚାଳକ ଗିରଫ ହୋଇଥିବା ସୂଚନା ରହିଛି  । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ରେଡ୍ ବେଳେ ୨.୦୬ କୋଟି ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ମାଲକାନଗିରି ଅଫିସ, ଘର ସମେତ କଟକ, ଭୁବନେଶ୍ବର, ଜୟପୁର ଆଦି ୮ଟି ସ୍ଥାନରେ ଏକକାଳୀନ ରେଡ ହୋଇଥିଲା  । ଶାନ୍ତନୁଙ୍କର ଜୟପୁର ସହରରେ ୬ହଜାର ବର୍ଗଫୁଟ ଜମିରେ ରହିଛି ୩ ମହଲା କୋଠା । ସେପଟେ ପ୍ରକଳ୍ପ ଅଧିକାରୀଙ୍କ ଘରେ ଚଢ଼ାଉ ବେଳେ ନଗଦ ୨.୬ କୋଟି ଟଙ୍କା ଉଦ୍ଧାର ହୋଇଥିଲା ।  ଏଥିସହ ୪୨୨ ଗ୍ରାମ୍ ସୁନା ଅଳଙ୍କାର ସହ ୯୧ ଲକ୍ଷ ଡିପୋଜିଟ୍ ମିଳିଥିଲା । କୋରାପୁଟରେ ୬ ହଜାର ସ୍କୋୟାର ଫୁଟ୍ ସ୍ଥାନରେ ତିନି ମହାଲା ବିଶିଷ୍ଟ ଆଲିସାନ ବଙ୍ଗଳା, ଜୟପୁର ଓ ଭୁବନେଶ୍ଵରର ବିଭିନ୍ନ ସ୍ଥାନରେ ୪ଟି ଦାମୀ ପ୍ଲଟ, ଗୋଟିଏ କାର, ଦୁଇଟି ବାଇକ୍, ବ୍ୟାଙ୍କ ଡିପୋଜିଟ ଓ ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଠାବ କରିଥିଲା ଭିଜିଲାନ୍ସ ଟିମ୍ ।

Post Views: 94
Share198Tweet124Send
Voice of Victims

Voice of Victims

Recent Posts

  • ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen
  • ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୩ରୁ ରାଜ୍ୟରେ ବିଜୁଳି ଘଡଘଡି
  • ସ୍ବାସ୍ଥ୍ୟ ସେବା ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ, ଏସିବିର ପୁନର୍ବିକାଶ ପାଇଁ ୧ ହଜାର କୋଟି
  • ୨୦୨୬-୨୭ ପାଇଁ ୩.୧୦ ଲକ୍ଷ କୋଟି ଟଙ୍କାର ବଜେଟ୍ : କେଉଁ ବିଭାଗ ପାଇଁ କେତେ, ଭିତ୍ତିଭୂମି ସମ୍ପ୍ରସାରଣ, ନିଯୁକ୍ତି ସୁଯୋଗ ଉପରେ ଗୁରୁତ୍ବ
  • ଇରାନକୁ ଟ୍ରମ୍ପଙ୍କ ଶେଷ ଚେତାବନୀ! ସୁଧୁରି ଯାଉ ଇରାନ, ନହେଲେ ଭୟଙ୍କର ପରିଣାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In