• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ: ଦିନ ୪ଟା ୩୦ରେ ହେବ ସମୟ ନିର୍ଦ୍ଧାରଣ

by Voice of Victims
August 16, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ: ଦିନ ୪ଟା ୩୦ରେ ହେବ ସମୟ ନିର୍ଦ୍ଧାରଣ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ । ଦିନ ୪ଟା ୩୦ରେ ହେବ ସମୟ ନିର୍ଦ୍ଧାରଣ । ଲଗ୍ନ ନିର୍ଦ୍ଧାରଣ ପରେ ପଣ୍ଡିତ ମହାସଭା ଓ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ସଦସ୍ୟମାନେ ମା’ ସମେଲଇଙ୍କ ମନ୍ଦିର ଯାଇ ଲଗ୍ନପତ୍ର ମା’ଙ୍କ ନିକଟରେ ଅର୍ପଣ କରିଥାନ୍ତି । ପ୍ରଚଳିତ ପରମ୍ପରା ଅନୁସାରେ ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ନନ୍ଦତ୍ସୋବ ଦିନ ସମ୍ବଲପୁର ଝାଡୁଆପଡ଼ା ସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତମଣ୍ଡଳୀ ସଭା ଆୟୋଜନ କରାଯାଏ  ।

ଏହିଠାରେ ନୂଆଁଖାଇ ଲଗ୍ନଧାର୍ଯ୍ୟ କରାଯାଇଥାଏ ।  ଲଗ୍ନ ନିର୍ଦ୍ଧାରଣ ପରେ ପଣ୍ଡିତ ମହାସଭା ଓ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ସଦସ୍ୟମାନେ ମା’ ସମେଲଇଙ୍କ ମନ୍ଦିର ଯାଇ ଲଗ୍ନପତ୍ର ମା’ଙ୍କ ନିକଟରେ ଅର୍ପଣ କରିଥାନ୍ତି । ଲଗ୍ନ ନିର୍ଦ୍ଧାରଣ ପାଇଁ ଅଞ୍ଚଳର ଜଣାଶୁଣା ୨୦ ଜଣ ପଣ୍ଡିତଙ୍କୁ ନିମନ୍ତ୍ରଣ କରାଯାଇଛି । ଧାର୍ଯ୍ୟ ଲଗ୍ନ ଅନୁସାରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଅର୍ପଣ କରିବା ପରେ ପଶ୍ଚିମ ଓଡ଼ିଶାରେ ନୂଆଁଖାଇ ପାଳନ କରିବାର ବିଧି ରହିଛି ।

Post Views: 96
Share198Tweet124Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In