• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଅସୁସ୍ଥ ପରେ ହସପିଟାଲରେ ଭର୍ତ୍ତି ହେଲେ ଲାଲ କୃଷ୍ଣ ଆଡଭାନୀ

by Voice of Victims
December 14, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଅସୁସ୍ଥ ପରେ ହସପିଟାଲରେ ଭର୍ତ୍ତି ହେଲେ ଲାଲ କୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ଏଲ.କେ ଆଡଭାନୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଡିଆ ରିପୋର୍ଟ ଅନୁଯାୟୀ, ଏଲ.କେ ଆଡଭାନୀଙ୍କୁ ନିୟମିତ ଯାଞ୍ଚ ପାଇଁ ଆପୋଲୋ ହସ୍ପିଟାଲକୁ ନିଆଯାଇଥିଲା। ସେ ବର୍ତ୍ତମାନ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି ଏବଂ ତାଙ୍କ ଅବସ୍ଥା ସ୍ଥିର ରହିଛି। ଏହାପୂର୍ବରୁ ଅଗଷ୍ଟ ମାସରେ ଆଡଭାନୀଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜୁଲାଇ ମାସରେ ମଧ୍ୟ ଦେଶର ପୂର୍ବତନ ଗୃହମନ୍ତ୍ରୀ ଲାଲ କୃଷ୍ଣ ଆଡଭାନୀଙ୍କୁ ଦିଲ୍ଲୀର ଏମସ୍  ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡକ୍ଟର ଆମ୍ଲେଶ ସେଥଙ୍କ ତତ୍ତ୍ବାବଧାନରେ ତାଙ୍କୁ ଏମସରେ ଚିକିତ୍ସା କରାଯାଇଥିଲା। ସେତେବେଳେ ଆଡଭାନୀଙ୍କୁ ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିଲା।

Post Views: 49
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In