• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ହାଜର ହେବେ ସମସ୍ତ ଅଭିଯୁକ୍ତ

by Voice of Victims
January 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ହାଜର ହେବେ ସମସ୍ତ ଅଭିଯୁକ୍ତ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ହାଜର ହେବେ ସମସ୍ତ ଅଭିଯୁକ୍ତ । ଗିରଫ ହୋଇଥିବା ବିକ୍ରମ ପଣ୍ଡା, ମଳୟ ବିଷୋୟୀ,ମଦନ ଦଳାଇ ,ପିଣ୍ଟୁ ଦାଶ,ସୁନୀଲ କୁମାର ହୋତା, ବିପିନ ସ୍ୱାଇଁ, ସୀମାଞ୍ଚଳ ନାଇକ, କୁନ୍ଦନ କୁମାର, ଶିଶୁପାଳ କୁମାର ପାଶୱାନ,କୁରୁପତି ଭୂୟାଁ ,ଚିଣ୍ଟୁ ପ୍ରଧାନଙ୍କ ସମେତ ୧୬ଜଣ ଅଭିଯୁକ୍ତ ଆଜି କୋର୍ଟରେ ହାଜର ହେବେ । 

ଗତ ବର୍ଷ ଅକ୍ଟୋବର ୬ ତାରିଖ ରାତିରେ ପୀତବାସ ପଣ୍ଡାଙ୍କୁ ବ୍ରହ୍ମପୁର ବୈକୁଣ୍ଠନଗର ନିକଟରେ ଗୁଳି କରି ହତ୍ୟା କରାଯାଇଥିଲା ।  ବର୍ତ୍ତମାନ ୧୫ ଅଭିଯୁକ୍ତ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଓ ପିଣ୍ଟୁ ଦାସ ଫୁଲବାଣୀ ମଣ୍ଡଳ କାରାଗାରରେ ବିଚାରଧୀନ ବନ୍ଦୀ ଭାବେ ଅଛନ୍ତି ।  ମାମଲାର ତଦନ୍ତ ଜାରି ରହିଛି ।

Post Views: 24
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In