• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମଦ ଦୁର୍ନୀତି ମାମଲା:ମନୀଷ ସିସୋଦିଆଙ୍କ ଆବେଦନକୁ ସୁପ୍ରିମକୋର୍ଟଙ୍କ ମଞ୍ଜୁରୀ

by Voice of Victims
December 11, 2024
in ଦେଶ ବିଦେଶ, ମୁଖ୍ୟ ଖବର
ମଦ ଦୁର୍ନୀତି ମାମଲା:ମନୀଷ ସିସୋଦିଆଙ୍କ ଆବେଦନକୁ ସୁପ୍ରିମକୋର୍ଟଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଏକ୍ସାଇଜ୍ ପଲିସି ମାମଲା ସହ ଜଡିତ ଦୁର୍ନୀତି ଏବଂ ମନି ଲଣ୍ଡରିଂ ମାମଲାରେ ଜାମିନ ସର୍ତ୍ତ ବଦଳାଇବାକୁ ମନୀଷ ସିସୋଦିଆ କରିଥିବା ଆବେଦନକୁ ସୁପ୍ରିମକୋର୍ଟ ମଞ୍ଜୁରୀ ଦେଇଛନ୍ତି। ଜାମିନ ସର୍ତ୍ତ ଅନୁଯାୟୀ ତାଙ୍କୁ ସପ୍ତାହରେ ଦୁଇଥର ଯାଞ୍ଚ ଏଜେନ୍ସି କାର୍ୟ୍ୟାଳୟରେ ହାଜର ହେବାକୁ ପଡୁଥିଲା। ସିସୋଦିଆଙ୍କ ଅନୁରୋଧ କ୍ରମେ ଆଜି କୋର୍ଟ ଏହି ସର୍ତ୍ତ ହଟାଇ ଦେଇଛନ୍ତି। ତେବେ ସିସୋଦିଆଙ୍କୁ ନିୟମିତ ଶୁଣାଣିରେ ଯୋଗଦେବାକୁ କୋର୍ଟ କହିଛନ୍ତି।ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେର୍‌ଫେର୍‌ ମାମଲାରେ ମନୀଷ ସିସୋଦିଆ ଗିରଫ ହେବା ପରେ ୯ ଅଗଷ୍ଟ ୨୦୨୪ରେ ସୁପ୍ରିମ କୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଏକ୍ସାଇଜ୍ ପଲିସି ମାମଲାରେ ଶୁଣାଣି ଶୀଘ୍ର ଶେଷ ହେବାର ଆଶାରେ ଅଭିଯୁକ୍ତଙ୍କୁ ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ବାର୍ ପଛରେ ରଖାଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ କୋର୍ଟ କହିଥିଲେ। 

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In