• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବିଜେଡିର ପ୍ରାର୍ଥୀ ତାଲିକା, ପୁରୁଣାଙ୍କୁ କରାଯାଇନି ଅଣଦେଖା, ନୂଆ ପ୍ରାର୍ଥୀଙ୍କୁ ଦିଆଯାଇଛି ଗୁରୁତ୍ବ

by Voice of Victims
April 4, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବିଜେଡିର ପ୍ରାର୍ଥୀ ତାଲିକା, ପୁରୁଣାଙ୍କୁ କରାଯାଇନି ଅଣଦେଖା, ନୂଆ ପ୍ରାର୍ଥୀଙ୍କୁ ଦିଆଯାଇଛି ଗୁରୁତ୍ବ

ଭୁବନେଶ୍ବର: ବିଜେଡି ବର୍ତ୍ତମାନ ସୁଦ୍ଧା ୯୯ ବିଧାନସଭା ଏବଂ ୨୦ ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି। ଏବେ କେବଳ ଗୋଟିଏ ଲୋକସଭା ଏବଂ ୪୮ ଟି ବିଧାନସଭା ଆସନ ପାଇଁ ଘୋଷଣା ବାକି ରହିଛି। ଗତକାଲି ଦଳ ୨୭ ଟି ବିଧାନସଭା ଏବଂ ୫ ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। କେବଳ ବାଲେଶ୍ବର ଲୋକସଭା ବ୍ୟତିତ ଅନ୍ୟ ସବୁ ଆସନରେ ଦଳ ପ୍ରାର୍ଥୀ ଘୋଷଣା କରିଛି। ତେବେ ଗତକାଲି ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକାରେ ଦଳ ବରିଷ୍ଠଙ୍କୁ ଅଣଦେଖା କରି ନାହିଁ। ହେଲେ ଅନ୍ୟପଟେ ଦଳ ନୂଆ ପ୍ରାର୍ଥୀଙ୍କୁ ବେଶ ଗୁରୁତ୍ବ ଦେଇଛି। ଆସନ୍ତୁ ନଜର ପକାଇବା ଗତକାଲି ଘୋଷଣାରେ ନୂଆ ପ୍ରାର୍ଥୀ କେଉଁମାନେ। 

ଲୋକସଭା
ଗତକାଲି ଘୋଷଣା ହୋଇଥିବା ୫ ପ୍ରାର୍ଥୀଙ୍କ ମଧ୍ୟରେ ୪ ନୂଆ ଚେହେରା ଅଛନ୍ତି । ସେମାନେ ହେଲେ

ବରଗଡ- ପରିଣିତା ମିଶ୍ର

ବ୍ରହ୍ମପୁର- ଭୃଗୁବକ୍ସି ପାତ୍ର

ବଲାଙ୍ଗୀର- ସୁରେନ୍ଦ୍ର ସିଂ ଭୋଇ

କେନ୍ଦୁଝରରୁ- ଧନୁର୍ଜୟ ସିନ୍ଧୁ

ବିଧାନସଭା
ବୁଧବାର ଘୋଷିତ ବିଧାନସଭା ପ୍ରାର୍ଥୀ ତାଲିକାରେ ମୋଟ ୨୭ ଜଣଙ୍କ ନାମ ଥିବାବେଳେ ଏଥିରେ ଅଛନ୍ତି ୯ ନୂଆ ପ୍ରାର୍ଥୀ ।

ସେମାନେ ହେଲେ

ଫୁଲବାଣୀ- ଜୟଶ୍ରୀ କହଁର

ମାହାଙ୍ଗା- ଅଙ୍କିତ ପ୍ରତାପ ଜେନା

ତିର୍ତ୍ତୋଲ- ରମାକାନ୍ତ ଭୋଇ

ପାରଳାଖେମୁଣ୍ଡି- ରୂପେଶ ପାଣିଗ୍ରାହୀ

ରାଜଗାଙ୍ଗପୁର- ଅନୀଲ ବରୁଆ

ଯଶିପୁର- ଚକ୍ରଧର ହେମ୍ବ୍ରମ

ତଳସରା- ଅନୂସୟା ପାତ୍ର

ମୋରଡା- ପ୍ରତିନିନ୍ଦନା କାନୁନଗୋ

ସୋର- ମାଧବ ଧଡ଼ା

Post Views: 31
Tags: List of candidates of BJthe old ones have not been ignored
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In