• About Us
  • Contact Us
Thursday, May 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଚାଲିଶ ମିନିଟ ବିଳମ୍ବରେ ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ, ମନ୍ଦିରରୁ ଖସିପଡିଲେ ଜଣେ ସେବକ

by Voice of Victims
February 26, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଚାଲିଶ ମିନିଟ ବିଳମ୍ବରେ ଉଠିଲା ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ, ମନ୍ଦିରରୁ ଖସିପଡିଲେ ଜଣେ ସେବକ

ଭୁବନେଶ୍ବର: ଆଜି ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ନିର୍ଦ୍ଧାରିତ ସମୟର ୪୦ ମିନିଟ ବିଳମ୍ବରେ ଉଠିଛି। ଭକ୍ତମାନେ ଆତୁର ଚିତ୍ତରେ ଏହି ମହାଦୀପ ଦେଖିବା ପାଇଁ ଅପେକ୍ଷା କରି ରହିଥିଲେ। ସେବକମାନେ ମନ୍ଦିର ଶିଖରକୁ ଉଠିବା ପରେ ପୁରା ମନ୍ଦିର ହରିବୋଲ ହୁଳହୁଳିରେ ଉଛୁଳି ପଡିଥିଲା। ତେବେ ଏହି ମହାଦୀପ ନେବା ବେଳେ ଏକ ଅଘଟଣ ଘଟିଥିଲା। ତାହା ହେଲା ମହାଦୀପ ନେଇ ମନ୍ଦିର ଉପରକୁ ଚଢିବା ବେଳେ ଜଣେ ସେବକ ମନ୍ଦିର ଉପରୁ ମହାଦୀପ ଧରି ଖସି ପଡିଲେ। ଫଳରେ ଅନ୍ୟଜଣେ ସେବକ ସେହି ମହାଦୀପ ଧରି ମନ୍ଦିର ଚୂଡାକୁ ଯାଇଥିଲେ। ଖସିପଡିଥିବା ସେବକଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି।

Post Views: 126
Tags: Lord Lingaraj's Mahadeep got up forty minutes late
Share198Tweet124Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In