• About Us
  • Contact Us
Saturday, August 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସୁଛି ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

by Voice of Victims
August 8, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ବର: ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ । ବଙ୍ଗୋପସାଗରର ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହବ। ରାଜ୍ୟରେ ବନ୍ୟା ନ ଯାଉଣୁ ଲଘୁଚାପ ଛନକା ବଢ଼ାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୧ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ସେହିପରି ଆସନ୍ତାକାଲି ମଧ୍ୟ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ୧୦ ତାରିଖରୁ କମିବ ବର୍ଷା ପରିମାଣ ।

ସେହିପରି ପ୍ରବଳ ବର୍ଷା ପାଇଁ ଆଉ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି। ଆସନ୍ତାକାଲି ମଧ୍ୟ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ ରହିଛି। ଲଗାଣ ବର୍ଷା ଯୋଗୁଁ ନଦୀନାଳର ଜଳସ୍ତର ବଢ଼ିବା ସହ ବନ୍ୟା ଓ ଭୂସ୍ଖଳନ ଭଳି ସମସ୍ୟା ସୃଷ୍ଟି ହୋଇପାରେ। ଲଘୁଚାପର ଗତିବିଧି ଉପରେ ପାଣିପାଗ ବିଭାଗ ନଜର ରଖିଛି।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ଓଡଗାଁ ଅଞ୍ଚଳ ଅଂଚଳବାସୀଙ୍କ ଦୂର ହେବ ବିଦ୍ୟୁତ କାଟ ସମସ୍ୟା : ଖୁବ ଶୀଘ୍ର କାର୍ଯ୍ୟକାରୀ ହେବ ନୟାଗଡ଼-ଓଡ଼ଗାଁ ନୂତନ 33 କେଭି ଲାଇନ,ଉପକୃତ ହେବେ ଓଡଗାଁ ଓ ଶରଣକୁଳର 50 ହଜାର ଉପଭୋକ୍ତା
  • ରୁଷ ତୈଳ କିଣୁଥିବା ଭାରତକୁ ଆମେରିକାର ବଡ଼ ଝଟକା! ସେନେଟ୍‌ରେ ପାସ୍ ହେଲା ପ୍ରତିବନ୍ଧକ ବିଲ୍
  • ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଢିଲା ଚିନ୍ତା: ଦୁଇଟି ବଡ଼ ଦାବି ରଖିଲେ ଟିଏମସି ବିଦ୍ରୋହୀ ଗୋଷ୍ଠୀ
  • ଆଜି ସବୁ ସ୍କୁଲ ବନ୍ଦ, ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
  • ଆସୁଛି ଲଘୁଚାପ, ପ୍ରବଳ ବର୍ଷା ଆଶଙ୍କା, ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In