• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଲଘୁଚାପ ପ୍ରଭାବ: ୧୧ ଜିଲ୍ଲାରେ ହେବ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

by Voice of Victims
December 10, 2024
in ମୁଖ୍ୟ ଖବର, ରାଜ୍ୟ
ଲଘୁଚାପ ପ୍ରଭାବ: ୧୧ ଜିଲ୍ଲାରେ ହେବ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର: ଦକ୍ଷିଣ: ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ଟ୍ବିନ୍‌ସିଟି ସହ ବିଭିନ୍ନ ଜିଲାରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ଖୋର୍ଦ୍ଧା, କଟକ, ଢେଙ୍କାନାଳ, ପୁରୀ, ଯାଜପୁରରେ କୋହଲା ପାଗ ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ବର ସହ କଟକର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ଅନ୍ୟପକ୍ଷେ ୧୧ଟି ଜିଲାରେ ସ୍ବଳ୍ପରୁ ମଧ୍ୟମଧରଣ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷେ ଠିକ୍ ଅମଳ ବେଳକୁ ଅଦିନିଆ ବର୍ଷା ଚାଷୀଙ୍କୁ ଧୋକା ଦେଇଛି। ଜମିରେ ଧାନ କଟା ହୋଇ ପଡ଼ିଥିବା ବେଳେ ହଠାତ ଅଦିନିଆ ଲଗାଣ ବର୍ଷାରେ ଭିଜି ଯାଇଛି ଗଞ୍ଜାମ ଜିଲାର ବିଭିନ୍ନ ବ୍ଲକରେ ଏକର ଏକର ଧାନ ଫସଲ। ଶହ ଶହ ହେକ୍ଟର ଜମିରେ ଧାନ ଏବେ ଓଦା ପଡ଼ିଥିବା ବେଳେ ଆଗକୁ ଭଲ ମାନର ଧାନ କେମିତି ଅମଳ ହେବ, ଏବଂ କିଭଳି ଉଚିତ ମୂଲ୍ୟ ମିଳିବ ତାକୁ ନେଇ ଚାଷୀ ଚିନ୍ତାରେ ପଡିଛନ୍ତି।

Post Views: 113
Share198Tweet124Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In