• About Us
  • Contact Us
Tuesday, April 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା

by Voice of Victims
June 26, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
କେରଳ ଛୁଇଁଲା ମୌସୁମୀ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ  ଲଘୁଚାପ ସୃଷ୍ଟି । ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ସମ୍ଭାବନା ନେଇ ଆଲର୍ଟ ଜାରି କରାଯାଇଛି। ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବଲାଙ୍ଗିର, ସୂବର୍ଣ୍ଣପୁର, ବୌଦ୍ଧ, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଚ ଆଲର୍ଟ ଜାରି କରାଯାଇଛି। ବର୍ଷା ଘଡ଼ଘଡ଼ି ଏବଂ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତା କାଲି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ପାଇଁ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ଆଜି ସମୁତ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Post Views: 57
Share200Tweet125Send
Voice of Victims

Voice of Victims

Recent Posts

  • ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ୱ ଗ୍ରହଣ
  • ବଜ୍ରପାତର କହର: ଛେଳି ଚରାଉଥିବା ବେଳେ ବୃଦ୍ଧଙ୍କ ମୃତ୍ୟୁ, ସରକାରୀ ସହାୟତା ପାଇଁ ଦାବି
  • ତେହେରାନ ଉପରେ ଏୟାରଷ୍ଟ୍ରାଇକ, ୧୩ ମୃତ
  • ଶ୍ରମିକ ଓ ଛାତ୍ରଛାତ୍ରୀ କିଣି ପାରିବେ ୫ କେଜି ଗ୍ୟାସ, ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ
  • ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭଙ୍ଗା ହେବା ସହ ସୁନା ଗହଣା ଲୁଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In