• About Us
  • Contact Us
Saturday, February 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

୧୨ ଘଣ୍ଟାରେ ଲଘୁଚାପ ! ମୟୂରଭଞ୍ଜ-କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

by Voice of Victims
July 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର: ୧୨ ଘଣ୍ଟାରେ ଲଘୁଚାପ ସମ୍ଭାବନା । ଗାଙ୍ଗେୟ- ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଅଞ୍ଚଳ ବାୟୂମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଆଜି ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବିଜୁଳି ଘଡଘଡି ପାଇଁ ୧୭ ଜିଲ୍ଳାକୁ ୟେଲୋ ୱାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡା ଏବଂ ବରଗଡକୁ ୟେଲୋ ୱାଣ୍ଣିଂ ଜାରି ହୋଇଛି । ଏହି ତିନି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Post Views: 127
Share199Tweet125Send
Voice of Victims

Voice of Victims

Recent Posts

  • ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen
  • ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୩ରୁ ରାଜ୍ୟରେ ବିଜୁଳି ଘଡଘଡି
  • ସ୍ବାସ୍ଥ୍ୟ ସେବା ପାଇଁ ୨୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ, ଏସିବିର ପୁନର୍ବିକାଶ ପାଇଁ ୧ ହଜାର କୋଟି
  • ୨୦୨୬-୨୭ ପାଇଁ ୩.୧୦ ଲକ୍ଷ କୋଟି ଟଙ୍କାର ବଜେଟ୍ : କେଉଁ ବିଭାଗ ପାଇଁ କେତେ, ଭିତ୍ତିଭୂମି ସମ୍ପ୍ରସାରଣ, ନିଯୁକ୍ତି ସୁଯୋଗ ଉପରେ ଗୁରୁତ୍ବ
  • ଇରାନକୁ ଟ୍ରମ୍ପଙ୍କ ଶେଷ ଚେତାବନୀ! ସୁଧୁରି ଯାଉ ଇରାନ, ନହେଲେ ଭୟଙ୍କର ପରିଣାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In