• About Us
  • Contact Us
Tuesday, August 18, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅବପାତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

by Voice of Victims
August 18, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ଅବପାତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ପଶ୍ଚିମବଙ୍ଗ ଉପରେ ଅବପାତ ରହିଥିବା ବେଳେ ଝାଡ଼ଖଣ୍ଡ ଆଡକୁ ଗତି କରୁଛି । ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା । ଭାଷଣ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ଆଲର୍ଟ ଏବଂ ବଲାଙ୍ଗୀର, ସୋନପୁର,ସମ୍ବଲପୁର,ଦେବଗଡ଼,କେଉଁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ୨୨ ତାରିଖ ଯାଏଁ ବର୍ଷା ଲାଗି ରହିବ ।

ଓଡ଼ିଶା ଉପକୂଳରେ ମେଘୁଆ ପାଗ ସହ ୪୫ରୁ ୫୫ କି.ମି ପବନ ସର୍ବାଧିକ ୬୫ କି.ମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ସମୁଦ୍ର ଆସନ୍ତା ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଜୁନ ୧ରୁ ଏଯାବତ ୯୭୪.୭ ମିମି ବର୍ଷା ହୋଇଛି । ସ୍ୱାଭାବିକ ବର୍ଷାଠାରୁ ୨୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ସେପଟେ ଗତ ୨୪ ଘଣ୍ଟାରେ ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇଛି। ୯ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇଛି । ୨୫ ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।ବାଲେଶ୍ବର ଭୋଗରାଇରେ ସର୍ବାଧିକ ୨୧୭.୦ମିମି ବର୍ଷା ରେକର୍ଡ କରାଯାଇଛି ।

Post Views: 7
Share196Tweet123Send
Voice of Victims

Voice of Victims

Recent Posts

  • ହର୍ମୁଜ୍‌କୁ ନେଇ ତେଜିଲା ଟେନସନ୍‌, ଓମାନକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ
  • ଅବପାତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା
  • ପୁରୀ ଶ୍ରୀମନ୍ଦିର ଉପରେ ଚଢ଼ିଗଲେ ଶ୍ରଦ୍ଧାଳୁ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ
  • ଲଗାଣ ବର୍ଷା, ୩ ଜିଲ୍ଲା ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ
  • ପତଞ୍ଜଳି ଯୋଗପୀଠ ପକ୍ଷରୁ ଜଳାଭିଷେକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In