• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

by Voice of Victims
April 2, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

ଭୁବନେଶ୍ୱର : ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG । ଲୋକସେବା ଭବନରେ ତୈଳ କମ୍ପାନୀର ପ୍ରତିନିଧି ଏବଂ ଯୋଗାଣ ବିଭାଗ ସଚିବଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସହରାଞ୍ଚଳରେ ପିଏନ୍‌ଜି ସଂଯୋଗକୁ ବାଧ୍ୟତାମୂଳକ କରାଯାଇଛି । ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ଏହି ନିୟମ । ପ୍ରଥମେ ସହରାଞ୍ଚଳରେ ଲାଗୁହେବ ନିୟମ । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟକାରୀ କରାଯିବ ।

୩ ମାସ ଭିତରେ ବଡ଼ ବଡ଼ ସହରରେ ପାଇପ୍ ମାଧ୍ୟମରେ ଗ୍ୟାସ୍ ଯୋଗାଣ ହେବ। ଗ୍ରାମାଞ୍ଚଳରେ ଜାରି ରହିବ ଏଲପିଜି ଗ୍ୟାସ। ଯେଉଁ ମାନଙ୍କର ପିଏନଜି ଅଛି ସେମାନଙ୍କୁ ଆଉ ଏଲପିଜି ମିଳିବ ନାହିଁ । ଏଲପିଜି ପାଇଁ ଇ-କେୱାଇସି କରାଯିବ । ସହରାଞ୍ଚଳ ଗୁଡିକରେ ଭଡା ନେଇଥିବା ଲୋକ ମଧ୍ୟ ପିଏନଜି କନେକ୍ସନ ନେଇ ପାରିବେ। ସହରରେ ରହୁଥିବା ଭଡ଼ାଟିଆମାନେ ମଧ୍ୟ ସହଜରେ ପିଏନ୍‌ଜି ସଂଯୋଗ ନେଇପାରିବେ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ଏହି ବୈଠକରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମେତ ଯୋଗାଣ ସଚିବ ଏବଂ ତେଲ କମ୍ପାନିର ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।

Post Views: 11
Share197Tweet123Send
Voice of Victims

Voice of Victims

Recent Posts

  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ
  • ପତଞ୍ଜଳି ଯୋଗ କେନ୍ଦ୍ରରେ ଉତ୍କଳ ଦିବସ ପାଳନ
  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In