• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମାଟ୍ରିକ ବିଜ୍ଞାନ ପରୀକ୍ଷାରେ ବଡ଼ ବିଭ୍ରାଟ, ‘C’ ସେଟ୍ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ଥିବା ଅଭିଯୋଗ

by Voice of Victims
March 1, 2025
in ମୁଖ୍ୟ ଖବର, ରାଜ୍ୟ
ମାଟ୍ରିକ ବିଜ୍ଞାନ ପରୀକ୍ଷାରେ ବଡ଼ ବିଭ୍ରାଟ, ‘C’ ସେଟ୍ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ଥିବା ଅଭିଯୋଗ

ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷାରେ ବଡ଼ ବିଭ୍ରାଟ । ପ୍ରଶ୍ନପତ୍ରରେ ୪ ମାର୍କ କମ୍ ଥିବା ଅଭିଯୋଗ । ବିଜ୍ଞାନ ପେପର ‘C’ ସେଟ୍ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ଥିବା ଅଭିଯୋଗ ଆସିଛି । ୧୦୦ ମାର୍କ ପାଇଁ ପରୀକ୍ଷା ହେଉଥିବା ବେଳେ ସବଜେକଟିଭ ପ୍ରଶ୍ନପତ୍ରରେ ୫୦ ମାର୍କରୁ ୪୬ ମାର୍କର ପ୍ରଶ୍ନ ଥିଲା । ଏ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ତରଫରୁ ସ୍ପଷ୍ଟୀକରଣ ଦିଆଯାଇଛି । ମୂଲ୍ୟାୟନ ବେଳେ ବୋର୍ଡ କମିଟି ଏହାକୁ ନଜର ଦେବ ବୋଲି ବୋଡ କହିଛି । ପିଲାଙ୍କ ମାର୍କିଂ ଉପରେ କୌଣସି ପ୍ରଭାବ ପଡ଼ିବନି ବୋଲି ସ୍ପଷ୍ଟ କରାଯାଇଛି । ସେହିଭଳି ଆଜି କପି କଲା ବେଳେ ୧୧ ଜଣ ପରୀକ୍ଷାର୍ଥୀ ଧରା ପଡିଛନ୍ତି । ତେବେ ପ୍ରଶ୍ନ ପତ୍ର ଭାଇରାଲ କଥାକୁ ଖାରଜ କଲେ ବୋର୍ଡ କର୍ତ୍ତୃପକ୍ଷ । ସେ କହିଛନ୍ତି ଭାଇରାଲ ନେଇ ଆମ ପାଖେ କୌଣସି ଅଭିଯୋଗ ନାହିଁ ।

Post Views: 39
Tags: Major deviation in matric science exam
Share197Tweet123Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In