• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କନ୍ଧମାଳରେ ବଡ଼ ଧରଣର ଏନକାଉଣ୍ଟର, ଟପ୍ ମାଓ ନେତା ଗଣେଶ ଉଇକେ ସମେତ ୪ ମୃତ

by Voice of Victims
December 25, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମାଲକାନଗିରିରେ ବଡ଼ଧରଣର ଏନକାଉଣ୍ଟର, ୬ ମାଓବାଦୀ ମୃତ

କନ୍ଧମାଳ: କନ୍ଧମାଳ ସୀମାରେ ବଡ଼ ଧରଣର ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ୨୩ ଟିମ୍ ର ଯୁଗ୍ମ ଅପରେସନରେ ଥରିଲା ମାଓଗଡ଼ । ଟପ୍ ମାଓ ନେତା ଗଣେଶ ଉଇକେ ସମେତ ୪ ମୃତ। ମାଓବାଦୀଙ୍କ କେନ୍ଦ୍ରୀୟ କମିଟି ସଦସ୍ୟ ଏବଂ ଓଡ଼ିଶାରେ ମାଓ ସଂଗଠନ ମୁଖ୍ୟ ଗଣେଶ । ୬୯ ବର୍ଷୀୟ ଗଣେଶଙ୍କ ଘର ତେଲେଙ୍ଗାନାର ନଲଗୋଣ୍ଡା ଜିଲ୍ଲାରେ । ଗଣେଶ ନାଁରେ ଥିଲା ୧.୧ କୋଟି ଟଙ୍କାର ପୁରସ୍କାର । ମୃତ ମାଓବାଦୀଙ୍କ ମଧ୍ୟରେ ୨ ପୁରୁଷ ଓ ୨ ମହିଳା ସୂଚନା ।

ସମସ୍ତେ ମାଓ ପୋଷାକରେ ଥିଲେ । ୩ ମାଓବାଦୀଙ୍କ ପରିଚୟ ଏଯାଏ ମିଳିନାହିଁ । ସେମାନଙ୍କ ପାଖରୁ ୨ଟି ଇନସାସ୍ ରାଇଫଲ୍ ଏବଂ ଗୋଟିଏ ୩୦୩ ରାଇଫଲ୍ ଜବତ ହୋଇଛି। ଆଜି ସକାଳୁ ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା । ଗୁଇନ୍ଦା ସୂଚନା ଆଧାରରେ କନ୍ଧମାଳ ଜିଲ୍ଲାର ଚକାପାଦ ଥାନା ଅଞ୍ଚଳ ଏବଂ ଗଞ୍ଜାମର ରମ୍ଭା ଜଙ୍ଗଲ ସୀମାରେ ଏକ ବଡ଼ ଧରଣର ଯୁଗ୍ମ ଅପରେସନ୍ କରାଯାଇଥିଲା । ସମ୍ପୃକ୍ତ ଅଞ୍ଚଳରେ ଏବେ ମଧ୍ୟ ସର୍ଚ୍ଚ ଅପରେସନ୍ ଜାରି ରହିଛି ।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In