• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା

by Voice of Victims
September 11, 2024
in ଦେଶ ବିଦେଶ, ମୁଖ୍ୟ ଖବର
ଆତ୍ମହତ୍ୟା କଲେ ମଲାଇକାଙ୍କ ବାପା

ନୂଆଦିଲ୍ଲୀ: ଅଭିନେତ୍ରୀ ମଲାଇକା ଆରୋରାଙ୍କ ଉପରେ ଦୁଃଖର ପାହାଡ ଛିଡିପଡ଼ିଛି। ଅଭିନେତ୍ରୀଙ୍କ ବାପା ଅନିଲ ଆରୋରା ଏହି ଦୁନିଆରୁ ବିଦାୟ ନେଇଛନ୍ତି। କୁହାଯାଉଛି ଯେ ମଲାଇକାଙ୍କ ବାପା ବାନ୍ଦ୍ରାସ୍ଥିତ ତାଙ୍କ ଘରର ତୃତୀୟ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ଖବର ପରେ ମଲାଇକା ଆରୋରା ପୁଣେରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ବର୍ତ୍ତମାନ ଅଭିନେତାଙ୍କ ବାପାଙ୍କ ମୃତଦେହ ବାବା ଡାକ୍ତରଖାନାରେ ରଖାଯାଇଛି। ଏହି ଘଟଣା ବୁଧବାର ସକାଳ ୯ଟାରେ ଘଟିଥିବା ଜଣାପଡିଛି। ଖବରପାଇ ମୁମ୍ବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି କଷ୍ଟ ସମୟରେ ମଲାଇକାଙ୍କ ପୂର୍ବତନ ସ୍ବାମୀ ଅରବାଜ ଖାନ ମଧ୍ୟ ତାଙ୍କ ଘରେ ପହଞ୍ଚିଛନ୍ତି । ଅରବାଜଙ୍କୁ ମଲାଇକାଙ୍କ ଘର ବାହାରେ ପୋଲିସ ସହ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି। ପୋଲିସର ସୂଚନାନୁସାରେ, ମଲାଇକାଙ୍କ ବାପା ଷଷ୍ଠ ମହଲା ଗ୍ୟାଲେରୀରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବାନ୍ଦ୍ରା ପୋଲିସ ଏବଂ କ୍ରାଇମବ୍ରାଞ୍ଚ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବର୍ତ୍ତମାନ ସୁଦ୍ଧା ପୋଲିସ ଘଟଣାସ୍ଥଳରୁ କୌଣସି ସୂଚନା ପାଇନାହିଁ।

Post Views: 24
Share200Tweet125Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In