• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମମତା ବାନାର୍ଜୀଙ୍କୁ ହାଇକୋର୍ଟରୁ ବଡ଼ ଝଟକା, ପଶ୍ଚିମବଙ୍ଗ ବିଧାନସଭାରେ ଋତବ୍ରତ ବାନାର୍ଜୀ ହେବେ ବିରୋଧୀ ଦଳ ନେତା

by Voice of Victims
June 18, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ମମତା ବାନାର୍ଜୀଙ୍କୁ ହାଇକୋର୍ଟରୁ ବଡ଼ ଝଟକା, ପଶ୍ଚିମବଙ୍ଗ ବିଧାନସଭାରେ ଋତବ୍ରତ ବାନାର୍ଜୀ ହେବେ ବିରୋଧୀ ଦଳ ନେତା

କୋଲକାତା : ପୁଣି ମମତା ବାନାର୍ଜୀଙ୍କୁ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି । ଟିଏମସିର ବିଦ୍ରୋହୀ ବିଧାୟକ ଋତବ୍ରତ ବାନାର୍ଜୀଙ୍କ ବିଧାନସଭାରେ ବିରୋଧୀ ଦଳ ନେତା ରହିବେ ବୋଲି କହିଛନ୍ତି କୋଲକତା ହାଇକୋର୍ଟ । ଏଠାରେ ବିଧାନସଭା ବାଚସ୍ପତି ରଥେନ୍ଦ୍ର ବୋଷଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ ଦିଆଯାଇଥିଲା । ଟିଏମସି ପକ୍ଷରୁ ଶୋଭନଦେବ ଚଟ୍ଟୋପଧ୍ୟାୟ ହାଇକୋର୍ଟରେ ଏକ ଆବେଦନ ଦାଖଲ କରିଥିଲେ ।

ମମତା ବାନାର୍ଜୀଙ୍କ ପକ୍ଷ ପାଇଁ ଏହି ରାୟକୁ ଏକ ବଡ଼ ଝଟକା ଭାବେ ଦେଖାଯାଉଛି । ଟିଏମସି ତରଫରୁ ଦୁଇ ଜଣକ ନାମ ଦିଆଯାଇଥିଲା । ଶୋଭନଦେବ ଚଟ୍ଟୋପାଧ୍ୟାୟଙ୍କ ନାମ ପ୍ରସ୍ତାବ ଟିଏମସିର ଗୋଟେ ଗୋଷ୍ଠୀ ପଠାଇଥିବା ବେଳେ ବିଦ୍ରେ ଗୋଷ୍ଠୀ ଋତବ୍ରତ ବାନାର୍ଜୀଙ୍କ ନାମ ପଠାଇଥିଲା । ବିଧାନସଭା ବାଚସ୍ପତି ରଥୀନ୍ଦ୍ର ବସୁ ବିଦ୍ରୋହୀ ଗୋଷ୍ଠୀର ପ୍ରସ୍ତାବକୁ ସ୍ୱୀକାର କରି ଋତବ୍ରତ ବାନାର୍ଜୀଙ୍କୁ ବିରୋଧୀ ଦଳ ନେତା ଭାବେ ମାନ୍ୟତା ଦେଇଥିଲେ ।

ଗୁରୁବାର ଏହି ମାମଲାର ଶୁଣାଣି କରି ଜଷ୍ଟିସ କୃଷ୍ଣ ରାଓଙ୍କ ଖଣ୍ଡପୀଠ କହିଛନ୍ତି ଯେ, କୋର୍ଟ ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ କୌଣସି ଅନ୍ତରୀଣ ନିର୍ଦ୍ଦେଶ ଦେବେ ନାହିଁ । କୋର୍ଟ ସମସ୍ତ ପକ୍ଷଙ୍କୁ ଦୁଇ ସପ୍ତାହ ମଧ୍ୟରେ ଜବାବୀ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଜୁଲାଇ ୨୮ ତାରିଖରେ ହେବ ।

Post Views: 48
Share201Tweet126Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In