• About Us
  • Contact Us
Wednesday, March 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ପୁଣି ଦିଲ୍ଲୀ ଗଲେ ମନମୋହନ

by Voice of Victims
March 18, 2024
in ମୁଖ୍ୟ ଖବର, ରାଜ୍ୟ
ପୁଣି ଦିଲ୍ଲୀ ଗଲେ ମନମୋହନ

ଭୁବନେଶ୍ୱର:  ନିର୍ବାଚନ ତାରିଖ ଘୋଷଣା ପରେ ନିର୍ବାଚନୀ କସରତ ଆରମ୍ଭ କରି ଦେଇଛି ରାଜ୍ୟ ବିଜେପି। କୋର୍ କମିଟି ଓ ନିର୍ବାଚନ କମିଟି ବୈଠକ ପରେ ଆଜି ଦିଲ୍ଲୀମୁହାଁ ହୋଇଛନ୍ତି ସଭାପତି ମନମୋହନ ସାମଲ। ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ମନମୋହନ ସାମଲ ଦିଲ୍ଲୀ ଯାଇଥିବା ସୂଚନା ମିଳିଛି। ଏହି ତାଲିକାରୁ ପୁଣି ସଟ୍ ଲିଷ୍ଟ କରାଯିବା ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରସ୍ତୁତ ହେବ। ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। କିଏ କେଉଁଠୁ ବିଜେପିର ପ୍ରାର୍ଥୀ ହେବ ସେ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବେ। ଗତ ଶନିବାର ବିଜେପି ରାଜ୍ୟ କାର୍ୟ୍ୟାଳୟର ବିଳମ୍ବିତ ରାତି ଯାଏଁ ବୈଠକ ବସିଥିଲା। କୋର୍ କମିଟି ଓ ନିର୍ବାଚନ କମିଟି ବୈଠକରେ ସବିଶେଷ ତଥ୍ୟ ଉପରେ ଆଲୋଚନା ହୋଇଥିଲା। ସକାଳେ ପ୍ରଥମେ ରାଜ୍ୟ କୋର୍ କମିଟି ଓ ପରେ ରାଜ୍ୟ ନିର୍ବାଚନ କମିଟି ବୈଠକ ହୋଇଥିଲା। ଏହି ବୈଠକରେ ୨୦୨୪ ନିର୍ବାଚନ ଏକମାତ୍ର ଫୋକସ୍ ଥିଲା। ସବୁ ବିଧାନସଭା ଓ ଲୋକସଭା ପାଇଁ ରାଜ୍ୟ ବିଜେପି ପ୍ରାର୍ଥୀ ଚୂଡ଼ାନ୍ତ କରିଥିବା ଜଣାପଡ଼ିଛି।  ଏହାର ସବିଶେଷ ରିପୋର୍ଟ ଧରି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଆଜି ଦିଲ୍ଲୀ ଯାଇଥିବା ଜଣାଯାଇଛି। 

Post Views: 29
Share198Tweet124Send
Voice of Victims

Voice of Victims

Recent Posts

  • ତେଲ ଟ୍ୟାଙ୍କର ଜଗିବ ଯୁଦ୍ଧ ଜାହାଜ, ସମୁଦ୍ରରେ ବନ୍ଦ ହେବନି ବ୍ୟାପାର
  • ହୋଲିରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ରାଜଧାନୀରେ ଚାଞ୍ଚଲ୍ୟ, ହୋଲିରେ ସ୍ତ୍ରୀର ଜୀବନ ନେଲା ସ୍ୱାମୀ
  • ହୋଲିର ଶୁଭେଚ୍ଛା ଜଣାଇଲେ ନବୀନ, ଶାନ୍ତିଶୃଙ୍ଖଳାର ସହ ପର୍ବ ପାଳିବାକୁ କରିଛନ୍ତି ଅପିଲ
  • ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ — ମହତପଲ୍ଲାରେ ବାର୍ଷିକ ଉତ୍ସବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In