• About Us
  • Contact Us
Monday, April 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

by Voice of Victims
December 18, 2024
in ମୁଖ୍ୟ ଖବର, ରାଜ୍ୟ
ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ଭୁବନେଶ୍ୱର: ମନୋଜ ସାହୁଙ୍କୁ ବଡ଼ ଦାୟିତ୍ବ। ଆନ୍ତଃ କ୍ୟାଡର  ଡେପୁଟେସନରେ ଆସିଥିବା ୨୦୦୬ ବ୍ୟାଚର ଆଇଏଏସ ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଗୁରୁଦାୟିତ୍ବ ମିଳିଛି ।  ଅନ୍ୟପଟେ ବିଷ୍ଣୁପଦ ସେଠୀଙ୍କୁ ପଦରୁ ହଟାଇବା ପରେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଏଏସ୍ ସଞ୍ଜିବ କୁମାର ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏଥି ସହିତ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। 

Post Views: 48
Tags: Manoj Sahu
Share199Tweet125Send
Voice of Victims

Voice of Victims

Recent Posts

  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଟିଏମସିରେ ଯୋଗଦେଇଛନ୍ତି ସୁଭାଷ ଚନ୍ଦ୍ର ବୋଷଙ୍କ ନାତି ଚନ୍ଦ୍ର ବୋଷ
  • ଅସହ୍ୟ ତାତିରେ ସିଝୁଛି ଓଡ଼ିଶା, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ତାତି
  • ଆଜି ରାଜଧାନୀ ପାଳୁଛି ପ୍ରତିଷ୍ଠା ଦିବସ, ସଜେଇ ହୋଇଛି ରାଜଧାନୀ
  • ଭକ୍ତ ଓ ଭଗବାନଙ୍କ ମିଳନର ପର୍ବ ଚଡ଼କ ଯାତ୍ରା; ଆଜି ନୀଳ ପର୍ବ ଓ କାମିନା ବିବାହ ଅନୁଷ୍ଠିତ
  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ, ସଙ୍ଗୀତ ଜଗତରେ ଗୋଟିଏ ଯୁଗର ଅବସାନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In