• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ସୁଇଜରଲ୍ୟାଣ୍ଡରେ ଭୟଙ୍କର ବିସ୍ଫୋରଣ, ନୂଆବର୍ଷରେ ଅନେକ ଲୋକଙ୍କ ମୃତ୍ୟୁ

by Voice of Victims
January 1, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ସୁଇଜରଲ୍ୟାଣ୍ଡରେ ଭୟଙ୍କର ବିସ୍ଫୋରଣ, ନୂଆବର୍ଷରେ ଅନେକ ଲୋକଙ୍କ ମୃତ୍ୟୁ

ସୁଇଜରଲ୍ୟାଣ୍ଡ : ନୂଆ ବର୍ଷ ଆରମ୍ଭରେ ସାମ୍ନାକୁ ଆସିଲା ଏକ ଦୁଃଖଦ ଘଟଣା । ସୁଇଜରଲ୍ୟାଣ୍ଡର ଲଗଜରୀ ସ୍କି ରିସର୍ଟ କ୍ରାନ୍ସ-ମୋଣ୍ଟାନାର ଏକ ବାରରେ ବିସ୍ଫୋରଣ ଘଟିଛି । ନୂଆ ବର୍ଷ ସେଲିବ୍ରେସନ୍ କରୁଥିବା ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଥିବା ଜଣାପଡିଛି । ବିସ୍ଫୋରଣ ହେବା ଫଳରେ ଅଗ୍ନିକାଣ୍ଡ ବ୍ୟାପିଯାଇଥିଲା ।

ଯେଉଁଥିରେ ଅନେକଙ୍କର ମୃତ୍ୟୁ ଘଟିଥିଲାବେଳେ ଆଉ କିଛି ଲୋକ ଆହତ ହୋଇଛନ୍ତି । ସୂଚନା ପାଇବା ମାତ୍ରେ ତୁରନ୍ତ ଘଟଣାସ୍ଥଳରେ ପୋଲିସ ଏବଂ ଉଦ୍ଧାରକାରୀ ଟିମ୍ ପହଞ୍ଚିଥିଲା । ଆହତଙ୍କୁ ଉଦ୍ଧାର କରି ସେମାନଙ୍କ ଚିକିତ୍ସା ପାଇଁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଅଗ୍ନିକାଣ୍ଡକୁ ଆୟତ୍ତ କରିବାକୁ ମଧ୍ୟ ଚେଷ୍ଟା କରିଛି ଉଦ୍ଧାରକାରୀ ଟିମ୍ ।

ଅନ୍ୟପଟେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । କିନ୍ତୁ ବିସ୍ଫୋରଣର କାରଣ ଜଣାପଡିନାହିଁ । ହେଲେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ସଂଖ୍ୟା ମଧ୍ୟ ସ୍ପଷ୍ଟ ହୋଇନାହିଁ ।

Post Views: 25
Share199Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In