• About Us
  • Contact Us
Saturday, March 21, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ନିଆଁ, ୧୦ ମୃତ୍ୟୁ, ୫୯ ଆହତ

by Voice of Victims
March 21, 2026
in ଦେଶ ବିଦେଶ, ମୁଖ୍ୟ ଖବର
କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ନିଆଁ, ୧୦ ମୃତ୍ୟୁ, ୫୯ ଆହତ

ସିଓଲ : ଦକ୍ଷିଣ କୋରିଆ ଡେଜେଓନ୍ ସହରର ଏକ କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ । ଏଥିରେ ୧୦ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୫୯ ଜଣ ଆହତ ହୋଇଛନ୍ତି । ତେବେ ବିସ୍ଫୋରଣ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଘଟଣାରେ ୪ ଜଣ ନିଖୋଜ ରହିଛନ୍ତି । ଅଗ୍ନିଶମ ବାହିନୀ ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଅଗ୍ନିକାଣ୍ଡ ସମୟରେ ପ୍ଲାଣ୍ଟରେ ମୋଟ ୧୭୦ ଜଣ କର୍ମଚାରୀ ରହିଥିଲେ ।

ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର କାର୍ଯ୍ୟ ସମୟରେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥିଲେ । କାରଖାନା କୋଠାଟି ଭୁଶୁଡ଼ି ପଡ଼ିବାର ଆଶଙ୍କା ଥିବାରୁ ଉଦ୍ଧାରକାରୀ ଦଳ ସଙ୍ଗେ ସଙ୍ଗେ ଭିତରକୁ ପ୍ରବେଶ କରିପାରି ନଥିଲେ । ଏଥିସହିତ କାରଖାନା ପରିସରରେ ପ୍ରାୟ ୨୦୦ କିଲୋଗ୍ରାମ ସୋଡିୟମ୍ ଗଚ୍ଛିତ ରହିଥିଲା ।

ଘଟଣା ପରେ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗ୍ ତୁରନ୍ତ ଉଦ୍ଧାର କାର୍ଯ୍ୟ ପାଇଁ ସମସ୍ତ ଆଧୁନିକ ଉପକରଣ ଓ ଅତିରିକ୍ତ କର୍ମଚାରୀ ନିୟୋଜିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନଥିବା ବେଳେ ପ୍ରଶାସନ ପକ୍ଷରୁ ଏକ ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ କରାଯାଇଛି ।

Post Views: 8
Share196Tweet123Send
Voice of Victims

Voice of Victims

Recent Posts

  • କାର୍ ପାର୍ଟସ୍ କାରଖାନାରେ ଭୟଙ୍କର ନିଆଁ, ୧୦ ମୃତ୍ୟୁ, ୫୯ ଆହତ
  • ଇରାନର ନତାଞ୍ଜ ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ, ଆମେରିକା-ଇସ୍ରାଏଲ କଲେ ବୋମାବର୍ଷା
  • ଜୟଦେବ ଜେନାଙ୍କୁ ହତ୍ୟା ଧମକ, ଭୁବନେଶ୍ୱର ଆସିଲେ ଜୀବନରୁ ମାରିଦେବୁ
  • ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା
  • ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In