• About Us
  • Contact Us
Tuesday, February 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ: ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ

by Voice of Victims
February 24, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଭୁବନେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ: ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ

ଭୁବନେଶ୍ୱର : ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ । ନିଆଁକୁ ଆୟତ କରିବା ବର୍ତ୍ତମାନ ସମ୍ଭବ ହେଉନାହିଁ । ତେଣୁ ଫୋମର ସହାୟତା ନିଆଯିବ । ଅଗ୍ନିଶମ ଗାଡ଼ି ସମ୍ପୂର୍ଣ ଭାବରେ ମହଜୁଦ ଅଛି । ପାଣି ଦ୍ଵାରା ନିଆଁ ଲିଭିଭା ସମ୍ଭବ ହେଉ ନାହିଁ । ଘରର ଚତୁର୍ଥ ମହଲାକୁ ପ୍ରବେଶ କରିବା ସମ୍ଭବ ହେଉ ନାହିଁ । ଯାହାଦ୍ବାରା କାନ୍ଥ ଭଙ୍ଗା ଯାଇଛି । ଏବେ ଆଶା କରିବା ନିଆକୁ ଆୟତ କରାଯିବ ବୋଲି ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀ କହିଛନ୍ତି। ଜଳୁଛି ସୁପର ମାର୍ଟ।

ଗତକାଲି ରାତିରୁ ଲାଗିଛି ନିଆଁ । ଦୀର୍ଘ ୧୦ ଘଣ୍ଟା ପରେ ମଧ୍ୟ ଆୟତ୍ତ ହୋଇପାରିନି। ଭୁବନେଶ୍ବର ଶିଶୁପାଳଗଡ ନୂଆଗାଁ ମା’ ତାରିଣୀ ବସ୍ତ୍ରାଳୟ ପଛପଟ ମାର୍କେଟ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ଜଳିଯାଇଛି ପ୍ଲାଷ୍ଟିକ ସାମଗ୍ରୀ ଓ କପଡ଼ା ଆଇଟମ। ପୋଡ଼ି ପାଉଁଶ ହୋଇଛି ଲକ୍ଷାଧିକ ଟଙ୍କାର ସାମଗ୍ରୀ । ରାସ୍ତା ଉପରେ ଥିବା ସୁପର ମାର୍କେଟର ତୃତୀୟ ମହଲାରେ ଲାଗିଛି ନିଆଁ। ହୁତ୍ ହୁତ୍ ହୋଇ ଜଳିଯାଇଥିଲା ଦୋକାନ ଭିତରେ ଥିବା ସାମଗ୍ରୀ। ତୃତୀୟ ମହଲାରେ ଥିବା ଅନେକ ପ୍ଲାଏ, ପ୍ଲାଷ୍ଟିକ ଓ କପଡ଼ା ଯୋଗୁଁ ନିଆଁ ଭୟାନକ ରୂପ ନେଇଥିଲା। ସର୍ଟ ସର୍କିଟ ରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି।

The Review

Post Views: 18
Share199Tweet124Send
Voice of Victims

Voice of Victims

Recent Posts

  • ଶାରୀରିକ ସମ୍ପର୍କ ପରେ କୁଣ୍ଡଳୀ ମେଳକ ବାହାନା କରି ବିବାହ ମନା କରିବା ଅପରାଧ: ଦିଲ୍ଲୀ ହାଇକୋର୍ଟ
  • ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଦେବନୀତି କରାଯିବ
  • ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ମାଟି ଖୋଳୁ ଖୋଳୁ ବାହାରିଲେ ଶିବ ଲିଙ୍ଗ
  • ଭୁବନେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ: ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In