• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ : ଜଣେ ମୃତ, ୧୧ ଆହତ

by Voice of Victims
August 9, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ : ଜଣେ ମୃତ, ୧୧ ଆହତ

ଦିଲ୍ଲୀ : ଦିଲ୍ଲୀ କସମସ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଘଟଣାସ୍ଥଳରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡି ପହଞ୍ଚି ୧୧ଜଣଙ୍କୁ ଉଦ୍ଧାର କରାଯାଇଛି ।

ସୂଚନାନୁଯାୟୀ, ଦିଲ୍ଲୀର ଆନନ୍ଦ ବିହାରର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା । ଏପରି ଅଘଟଣ ଦିନ ପ୍ରାୟ ୧୨ଟା ସମୟରେ ଦେଖିବାକୁ ମିଳିଥିଲା । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୭ ଜଣ ଆହତ ହୋଇଥିବା ଜଣାପଡିଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ତୁରନ୍ତ ୮ଟି ଦମକଳ ଗାଡ଼ି ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଥିଲା । ଆହତଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ଆନନ୍ଦ ବିହାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟ ୩ ଜଣଙ୍କ ଅବସ୍ଥା ସାମାନ୍ୟ ରହିଛି । କିନ୍ତୁ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିନାହିଁ ।

ଅନ୍ୟପଟେ ଅଗ୍ନିକାଣ୍ଡରୁ ରୋଗୀଙ୍କ ଜୀବନ ବଞ୍ଚାଇବା ପାଇଁ ହସ୍ପିଟାଲର କାଚ ଭଙ୍ଗାଯାଇଥିଲା ବୋଲି ପୋଲିସ ସୂଚନା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୮ଜଣଙ୍କୁ ନିକଟସ୍ଥ ପୁଷ୍ପାଞ୍ଚଳି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ଏହା ସହିତ ଧାରା 287/106(1) BNS (285/304A IPC) ଅନୁଯାୟୀ ଏକ ମାମଲା ରୁଜୁ କରାଯାଉଛି ।

Post Views: 94
Share197Tweet123Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In