• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବୋଇଂ ବିମାନରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବଞ୍ଚିଗଲା ୧୭୯ ଯାତ୍ରୀଙ୍କ ଜୀବନ

by Voice of Victims
July 27, 2025
in ଦେଶ ବିଦେଶ, ମୁଖ୍ୟ ଖବର
ବୋଇଂ ବିମାନରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବଞ୍ଚିଗଲା ୧୭୯ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ : ଆମେରିକାର ଡେନଭର ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ବୋଇଂ ୭୩୭ ବିମାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଘଟିଥିବା ବିମାନରେ ୧୭୯ ଜଣ ଯାତ୍ରୀ ଥିବା ଜଣାପଡିଛି । ମିଆମି ଯାଉଥିବା ସମୟରେ ଏପରି ଘଟଣା ଦେଖିବାକୁ ମିଳିଛି । ଅଗ୍ନିକାଣ୍ଡ ହେବା ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଅଗ୍ନିକାଣ୍ଡ ହେବାରୁ ଉଡ଼ାଣକୁ ବାତିଲ କରାଯାଇଛି । କିନ୍ତୁ ଏଥିରେ କାହାର ଜୀବନହାନି ଘଟିନାହିଁ ବୋଲି ସୂଚନା ମିଳୁଛି ।

ସୂଚନାନୁଯାୟୀ, ମିଆଁମି ଯାଇଥାନ୍ତା ବିମାନ। ଟେକଅଫ୍ ବେଳେ ଆମେରିକାନ୍ ଏୟାରଲାଇନ୍ସର ଏହି ବିମାନରେ ନିଆଁ ଲାଗି ଯାଇଥିଲା । ଅଗ୍ନିକାଣ୍ଡ ଫଳରେ ବିମାନରୁ ଧୂଆଁ ଉଠିବା ସହିତ ଲୋକମାନେ ଦୌଡିଥିଲେ । ବାମ ପାର୍ଶ୍ବ ଚକା ପାଖରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଏପରି ଘଟଣା ଆମେରିକା ସମୟ ଅପରାହ୍ଣ ୨.୪୫ ମିନିଟ୍ ସମୟରେ ଦେଖିବାକୁ ମିଳିଥିଲା । ଏଥିରେ ଥିବା ୬ ଜଣ କ୍ରୁର ସଦସ୍ୟଙ୍କ ସମେତ ୧୭୯ ଜଣେ ଯାତ୍ରୀ ଥିଲେ । ସମସ୍ତଙ୍କ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା । କିନ୍ତୁ ଜଣେ ଯାତ୍ରୀ ଆହତ ହୋଇଛନ୍ତି । ଲ୍ୟାଣ୍ଡିଂ ଗିଅର ଫେଲ୍ ହେବାରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ବର୍ତ୍ତମାନ FAA (ଫେଡେରାଲ ଏଭିଏସନ୍ ଆଡମିନିଷ୍ଟ୍ରେସନ୍) ଏବଂ ଏୟାରଲାଇନ୍ସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

Post Views: 107
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In