• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେନିଆରେ ବଡ଼ ଧରଣର ଭୂସ୍ଖଳନ : ୨୧ ମୃତ, ୩୦ ନିଖୋଜ

by Voice of Victims
November 2, 2025
in ଦେଶ ବିଦେଶ, ମୁଖ୍ୟ ଖବର
କେନିଆରେ ବଡ଼ ଧରଣର ଭୂସ୍ଖଳନ : ୨୧ ମୃତ, ୩୦ ନିଖୋଜ

ନୌରୋବୀ :  କେନିଆର ପଶ୍ଚିମ ରିଫ୍ଟ ଭ୍ୟାଲିରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯାହା ବ୍ୟାପକ କ୍ଷୟକ୍ଷତି ଘଟାଇଛି । ଯାହା ଫଳରେ ଏଥିରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩୦ ଜଣ ନିଖୋଜ ରହିଛନ୍ତି । ଏଥିସହ ୧୦୦୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ଏପରି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି ।

ସୂଚନାନୁଯାୟୀ, ଭୂସ୍ଖଳନ ଯୋଗୁଁ ଅନେକ କ୍ଷୟକ୍ଷତି ଘଟିଛି । ଅନେକ ଲୋକଙ୍କ ଜୀବନ ଯାଇଥିବାବେଳେ ଅଧିକାଂଶ ଆହତ ଏବଂ ନିଖୋଜ ରହିଛନ୍ତି । ଭୂସ୍ଖଳନ ଯୋଗୁଁ ସମସ୍ତଙ୍କ ଜୀବନଜୀବିକା ଅସ୍ତବ୍ୟସ୍ତ ହୋଇ ପଡିଛି । ଏହାରି ମଧ୍ୟରେ ସରକାର ଏଲଡୋରେଟ ସହରର ଏକ ହସ୍ପିଟାଲରେ ଆହତଙ୍କୁ ବିମାନରେ ସ୍ଥାନାନ୍ତର କରିଛନ୍ତି ।

ଅନ୍ୟପଟେ ଏକ ଶବ୍ଦ ଶୁଣି ତୁରନ୍ତ ପିଲାମାନଙ୍କ ସହିତ ଘର ବାହାରକୁ ଦୌଡି ପଳାଇ ଆସିଥିଲେ ବୋଲି ସ୍ଥାନୀୟ ବାସିନ୍ଦା କହିଛନ୍ତି । ପ୍ରବଳ ବର୍ଷା ସତ୍ତ୍ବେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆପଣଙ୍କୁ ଜଣାଇ ରଖୁଛୁ ଯେ, ପୂର୍ବରୁ ଚେସୋଙ୍ଗୋଚରେ ଭୂସ୍ଖଳନ ହୋଇଥିଲା । ଯେଉଁଥିରେ ଅନେକ ଲୋକଙ୍କ ମୃତ୍ୟୁ ଘଟିଥିଲା । ନିକଟରେ ପାପୁଆ ନ୍ୟୁ ଗିନିର ପାର୍ବତ୍ୟ ଅଞ୍ଚଳରେ ଭୂସ୍ଖଳନ ଘଟିଥିଲା । ଯେଉଁଥିରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିବା ସହ ଘରଦ୍ୱାର ନଷ୍ଟ ହୋଇଥିଲା । ଏଭଳି ଘଟଣା ପ୍ରାୟ ବିଳମ୍ବିତ ରାତି ୨ ଟା ସମୟରେ ଦେଖିବାକୁ ମିଳିଥିଲା ।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In