• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ନୋଡାଲ ସେଣ୍ଟରକୁ ପଠାଗଲା ମ୍ୟାଟ୍ରିକ୍ ପ୍ରଶ୍ନପତ୍ର

by Voice of Victims
February 12, 2025
in ମୁଖ୍ୟ ଖବର, ରାଜ୍ୟ
ନୋଡାଲ ସେଣ୍ଟରକୁ ପଠାଗଲା ମ୍ୟାଟ୍ରିକ୍ ପ୍ରଶ୍ନପତ୍ର

ଭୁବନେଶ୍ବର : ଆସନ୍ତା ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ଆଜିଠାରୁ ବୋର୍ଡର ମୁଖ୍ୟ କାର୍ଯ୍ୟାଳୟରୁ ସମସ୍ତ ନୋଡାଲ ସେଣ୍ଟରକୁ ପଠାଯାଉଛି ପ୍ରଶ୍ନପତ୍ର ଓ ଉତ୍ତରଖାତା । ମାଟ୍ରିକ ପରୀକ୍ଷା ପାଇଁ ୩୦ ଟି ଜିଲ୍ଲାରେ ୩୧୪ ଟି ନୋଡାଲ ସେଣ୍ଟର ରହିଛି। ଏହି ନୋଡାଲ ସେଣ୍ଟର ଗୁଡିକରେ ପ୍ରଶ୍ନପତ୍ର ପହଞ୍ଚିବା ପାଇଁ ୪୪ ଟି ରୁଟ ହୋଇଛି  ।   ୪୪ ଟି କ୍ଲୋଜ କଣ୍ଟେନରରେ କଡା ସୁରକ୍ଷା ବଳୟରେ ପଠାଯାଉଛି ପ୍ରଶ୍ନପତ୍ର । ନୋଡାଲ ସେଣ୍ଟର ଗୁଡିକରେ ପ୍ରଶ୍ନପତ୍ର ରହିବା ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।  ୩୧୩୩ ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବାକୁ ଯାଉଛନ୍ତି ।  ଯେଉଁ ଦିନ ଯେଉଁ ବିଷୟ ପରୀକ୍ଷା ଥିବ ସେଦିନ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବାର ବ୍ୟବସ୍ଥା ହୋଇଛି ।  ପ୍ରଶ୍ନପତ୍ର ନେଇ ଯାଉଥିବା କଣ୍ଟେନର ଗୁଡିକ ଜିପିଏସ ଟ୍ରାକିଂ ରହିଛି ।  ତେଣୁ ଯେଉଁଠି ଅଟକିବ ସେ ସମ୍ପର୍କରେ ଜାଣି ପାରିବେ ବୋର୍ଡ କର୍ତ୍ତୃପକ୍ଷ ।

Post Views: 55
Share198Tweet124Send
Voice of Victims

Voice of Victims

Recent Posts

  • ଆମେରିକା ଯୁଦ୍ଧ ବିମାନକୁ ଖସାଇବା ପରେ ଇରାନର ଘୋଷଣା, ପାଇଲଟକୁ ଧରାଇଲେ ମିଳିବ ୫୫ ଲକ୍ଷ ଟଙ୍କା
  • ଭାରତକୁ ପାକିସ୍ତାନର ଧମକ, ଦୁଃସାହସ କଲେ ଆମେ କୋଲକାତା ପର୍ଯ୍ୟନ୍ତ ଆକ୍ରମଣ କରିବୁ
  • ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀ ପ୍ରଭାବ, ୮ ତାରିଖ ଯାଏ କାଳବୈଶାଖୀ ସମ୍ଭାବନା
  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In