• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଷ୍ଟେସନ ରୋଡ ସ୍ଥିତ ଗ୍ୟାରେଜରେ ମେକାନିକ୍ ଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

by Voice of Victims
October 31, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଷ୍ଟେସନ ରୋଡ ସ୍ଥିତ ଗ୍ୟାରେଜରେ ମେକାନିକ୍ ଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ବଡ଼ବିଲ: କେନ୍ଦୁଝର ଜିଲ୍ଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେସନ ରୋଡ ସ୍ଥିତ ଏକ ଗ୍ୟାରେଜ ରେ ଉକ୍ତ ଗ୍ୟାରେଜ ମାଲିକ ତଥା ମେକାନିକ୍ ମହମ୍ମଦ ସାଗିର ଆତ୍ମହତ୍ୟା କରିଥିବା ବେଳେ କାରଣ ଅସ୍ପଷ୍ଟ ରହିଛି। ଆଜି ତାଙ୍କ ଜଣେ କର୍ମଚାରୀ ଗ୍ୟାରେଜ୍ କୁ ଆସିବା ପରେ ସାଗିର ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ । ତେବେ ଆତ୍ମହତ୍ୟା କରିଥିବା ଦେଖି ସଙ୍ଗେ ସଙ୍ଗେ ଆଖପାଖ ଲୋକ ସହ ପୋଲିସକୁ ଖବର ଦେଇଥିଲେ।

ଖବର ପାଇ ବଡ଼ବିଲ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବଡବିଲ ମେଡିକାଲ ପଠାଇ ଅଧିକ ତଦନ୍ତ ଜାରି ରଖିଥିବା ଜଣାପଡିଛି। ପରିବାରର ଏକ ମାତ୍ର ରୋଜଗାରିଆ ଭାବରେ ପରିବାର ପ୍ରତିପୋଷଣ କରୁଥିବା ବେଳେ ଏବେ ରୋଜଗାରିଆ ଯୁବକକୁ ହରାଇ ପରିବାର ଲୋକେ ବେସାହାରା । ମୃତ ଯୁବକ କାହିଁକି ଆତ୍ମହତ୍ୟା କରିବା ପାଇଁ ଏପରି ରାସ୍ତା ବାଛିଲେ ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

Post Views: 43
Share200Tweet125Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In